Advertisment

‘ଜନ୍ମରୁ ସରୋଜଙ୍କ ନାଁ ଥିଲା ବୀର’

ସରୋଜ ୭ ମାସ ତଳେ ବିବାହ କରିଥିଲେ। ହେଲେ ସେ ସହିଦ ହୋଇଥିବା ଥିବା ଖବର ପାଇବା ପରେ ଘରେ ଶୋକର ଛାୟା ଖେଳିଯାଇଛି।

Advertisment

ସିକିମ ବନ୍ୟାରେ ସହିଦ ହୋଇଥିବା ଓଡ଼ିଆ ପୁଅ ସରୋଜ କୁମାର ଦାସଙ୍କ ପାର୍ଥିବ ଶରୀର ଖୁବ୍‌ଶିଘ୍ର ଜନ୍ମମାଟିରେ ପହଞ୍ଚିବ। ସରୋଜଙ୍କ ପାର୍ଥିବ ଶରୀର ସିକିମରୁ ପ୍ରଥମେ ସିଧା ଭୁବନେଶ୍ୱର ଅଣାଯିବ। ତା’ପରେ ତାଙ୍କ ଜନ୍ମଭୂମି ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରର କେନ୍ଦୁଢିପକୁ ଅଣାଯିବ। ସେଠାରୁ ସହିଦଙ୍କ ପାର୍ଥିବ ଶରୀରକୁ ବିରାଟ ଶୋଭାଯାତ୍ରରେ ନିଜ ଗାଁକୁ ନିଆଯିବ। ସଂପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦାରେ ତାଙ୍କ ଗାଁରେ ଶେଷକୃତ୍ୟ ସଂପନ୍ନ କରାଯିବ। ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି। ସରୋଜ ୭ ମାସ ତଳେ ବିବାହ କରିଥିଲେ। ହେଲେ ସେ ସହିଦ ହୋଇଥିବା ଥିବା ଖବର ପାଇବା ପରେ ଘରେ ଶୋକର ଛାୟା ଖେଳିଯାଇଛି।

Advertisment
Odisha Odia Jawan Dhenkanal
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe