Advertisment

ଅଜୟରୁ ପାଲଟିଗଲେ ରିଙ୍କି ହେଲେ କାହିଁକି ?

ସମାଜରେ ନାରୀମାନଙ୍କ ଉପରେ ହେଉଥିବା ଅତ୍ୟାଚାର ଏବଂ କନ୍ୟା ଭ୍ରୂଣ ହତ୍ୟାକୁ ରୋକିବା ସହ ଅବହେଳିତ ମହିଳାଙ୍କୁ ନ୍ୟାୟ ଦେବା ପାଇଁ ଏଭଳି ନିଷ୍ପତ୍ତି ନେଇଛନ୍ତି ସେ।

author-image
Manoj Swain

ଥିଲେ ପୁଅ, ହେଲେ ଝିଅ । ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ଅସ୍ତ୍ରୋପଚାର ପରେ ଜଣେ ଯୁବକ ପାଇଛନ୍ତି ନୂଆ ପରିଚୟ । ଅଜୟରୁ ପାଲଟି ଯାଇଛନ୍ତି ରିଙ୍କି। ସମାଜରେ ନାରୀମାନଙ୍କ ଉପରେ ହେଉଥିବା ଅତ୍ୟାଚାର ଏବଂ କନ୍ୟା ଭ୍ରୂଣ ହତ୍ୟାକୁ ରୋକିବା ସହ ଅବହେଳିତ ମହିଳାଙ୍କୁ ନ୍ୟାୟ ଦେବା ପାଇଁ ଏଭଳି ନିଷ୍ପତ୍ତି ନେଇଛନ୍ତି ସେ। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Odisha Balasore Name And Gender Change