ଥିଲି ପୁଅ ହେଲି ଝିଅ ... ଅଜୟରୁ ପାଲଟିଗଲେ ରିଙ୍କି ହେଲେ କାହିଁକି ? | Odisha Reporter
Advertisment
ଥିଲେ ପୁଅ, ହେଲେ ଝିଅ । ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ଅସ୍ତ୍ରୋପଚାର ପରେ ଜଣେ ଯୁବକ ପାଇଛନ୍ତି ନୂଆ ପରିଚୟ । ଅଜୟରୁ ପାଲଟି ଯାଇଛନ୍ତି ରିଙ୍କି। ସମାଜରେ ନାରୀମାନଙ୍କ ଉପରେ ହେଉଥିବା ଅତ୍ୟାଚାର ଏବଂ କନ୍ୟା ଭ୍ରୂଣ ହତ୍ୟାକୁ ରୋକିବା ସହ ଅବହେଳିତ ମହିଳାଙ୍କୁ ନ୍ୟାୟ ଦେବା ପାଇଁ ଏଭଳି ନିଷ୍ପତ୍ତି ନେଇଛନ୍ତି ସେ। ଦେଖନ୍ତୁ ପୂରା ରିପୋର୍ଟ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us