୧୯ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ: ଆସିଲା ନୂଆ ଧାନ ସଂଗ୍ରହ ନୀତି, ଉଚ୍ଛେଦ ହେବ ୩୫ଟି ଟୋଲ୍ ଗେଟ୍‌

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକରେ ରାଜ୍ୟ ପୂର୍ତ୍ତ ଓ ଗ୍ରାମ୍ୟ ଉନ୍ନୟନ ବିଭାଗର ମୋଟ ୩୫ଟି ଟୋଲଗେଟକୁ ଉଚ୍ଛେଦ ନିଷ୍ପତ୍ତିକୁ ଅନୁମୋଦନ ମିଳିଛି ।

Tool Paza

Representative image

Ordigital Desk
  • Published: Friday, 15 September 2023
  • Updated: 15 September 2023, 07:53 PM IST

Sports

Latest News

ରାଜ୍ୟରେ ଖରିଫ ଓ ରବି ଋତୁରେ ଧାନ ସଂଗ୍ରହ ପାଇଁ ରାଜ୍ୟ ସରକାର ଆଜି ନୂଆ ଖାଦ୍ୟ ଓ ସଂଗ୍ରହଣ ନୀତି ୨୦୨୩-୨୪କୁ ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ ଦେଇଛନ୍ତି । ୨୦୨୩-୨୪ ଖରିଫ ବିପଣନ ବର୍ଷରେ ମୋଟ ୫୪ଲକ୍ଷ ମେଟ୍ରିକ ଟନ୍ ଚାଉଳ(୭୯ଲକ୍ଷ ମେଟ୍ରିକ ଟନ୍ ଧାନ) ସଂଗ୍ରହ କରାଯିବ। ଖରିଫ ବର୍ଷ-୨୦୨୨-୨୩ରେ ମୋଟ ୭୯.୧୬ଲକ୍ଷ ମେଟ୍ରିକ ଟନ୍ ଧାନ(୫୩.୫୭ ଲକ୍ଷ ମେଟ୍ରିକ ଟନ୍ ଚାଉଳ) ସଂଗ୍ରହ କରାଯାଇଥିଲା । ସେହିପରି ରାଜ୍ୟରେ ପୂର୍ତ୍ତ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଥିବା ତଥା ଓଡ଼ିଶା ସେତୁ ଓ ନିର୍ମାଣ ନିଗମ ଦ୍ୱାରା ପରିଚାଳିତ ହେଉଥିବା ମୋଟ ୩୫ଟି ଟୋଲଗେଟକୁ ଉଚ୍ଛେଦ କରିବା ପ୍ରସ୍ତାବକୁ କ୍ୟାବିନେଟ୍  ଅନୁମୋଦନ ମିଳିଛି । ଏସବୁ ପ୍ରସ୍ତାବ ସହ ୧୦ଟି ବିଭାଗର ମୋଟ ୧୯ଟି ପ୍ରସ୍ତାବକୁ ଆଜି ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ ଦେଇଛନ୍ତି । ଏଥିରେ ସର୍ବାଧିକ ୬ଟି ଜଳସମ୍ପଦ ବିଭାଗର ହୋଇଥିବାବେଳେ ପୂର୍ତ୍ତ, ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ,ଅର୍ଥ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ୨ଟି ଲେଖାଏଁ ପ୍ରସ୍ତାବ ଏବଂ ରାଜସ୍ୱ ଓ ବିପର୍ଯ୍ୟୟ, ସଂସଦୀୟ ବ୍ୟାପାର, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସାଧାରଣ ପ୍ରଶାସନ, ବାଣିଜ୍ୟ ଓ ପରିବହନ ବିଭାଗର ଗୋଟିଏ ଲେଖାଁଏ ପ୍ରସ୍ତାବକୁ ଆଜି କ୍ୟାବିନେଟ୍ ଅନୁମୋଦନ ମିଳିଛି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକରେ ରାଜ୍ୟ ପୂର୍ତ୍ତ ଓ ଗ୍ରାମ୍ୟ ଉନ୍ନୟନ ବିଭାଗର ମୋଟ ୩୫ଟି ଟୋଲଗେଟକୁ ଉଚ୍ଛେଦ ନିଷ୍ପତ୍ତିକୁ ଅନୁମୋଦନ ମିଳିଛି । ଏହି ଟୋଲ ଗେଟଗୁଡ଼ିକ ଏବେ  ଓଡ଼ିଶା ସେତୁ ଓ ନିର୍ମାଣ ନିଗମ ଦ୍ୱାରା ପରିଚାଳିତ ହେଉଛି । ସେହିପରି ଧାନ ଓ ଚାଉଳ ସଂଗ୍ରହ ପରିଚାଳନା ସମ୍ପର୍କିତ ସମସ୍ତ ପ୍ରକ୍ରିୟାକୁ ସୁପରିଚାଳନା କରିବା ପାଇଁ ‘ଖାଦ୍ୟ ଓ ସଂଗ୍ରହଣ ନୀତି ୨୦୨୩-୨୪’କୁ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି । ଚଳିତବର୍ଷ ଅକ୍ଟୋବର ପହିଲାରୁ ୨୦୨୪ ସେପ୍ଟେମ୍ବର ୩୦ତାରିଖ ପର୍ଯ୍ୟନ୍ତ ଖାଦ୍ୟ ଓ ସଂଗ୍ରହଣ ନୀତି ୨୦୨୩-୨୪ ବଳବତ୍ତର ରହିବ । ନଭେମ୍ବରରୁ ମାର୍ଚ୍ଚ ପର୍ଯ୍ୟନ୍ତ ଖରିଫ ଧାନ ଓ ୨୦୨୪ ମେ ଓ ଜୁନ୍ ମାସରେ ରବି ଋତୁ ଧାନ ସଂଗ୍ରହ କରାଯିବ। ତେବେ ପଞ୍ଜିକୃତ ଚାଷୀମାନେ ଯଦି ଧାର୍ଯ୍ୟଲକ୍ଷ୍ୟ ୭୯ଲକ୍ଷ ମେଟ୍ରିକ ଟନଠୁ ଅଧିକ ଧାନ ମଣ୍ଡିକୁ ଆଣିବେ ତାକୁ ରାଜ୍ୟ ସରକାର କ୍ରୟ କରିବେ ବୋଲି ନିଷ୍ପତ୍ତି ନିଆଯାଇଛି । କେବଳ ପଞ୍ଜିକୃତ ଚାଷୀଙ୍କଠୁ ବଳକା ଧାନ ସଂଗ୍ରହ କରାଯିବ ଓ ଧାନ ବିକ୍ରି ପାଇଁ ଆଧାର ଏକମାତ୍ର ପରିଚୟ ପତ୍ର ହେବ । ଚାଷୀଙ୍କ ବାୟୋମେଟ୍ରିକ ଚିହ୍ନଟୀକରଣ ବ୍ୟବସ୍ଥା କରାଯିବ । ଚାଷୀଙ୍କୁ କ୍ୱିଣ୍ଟାଲ ପିଛା ସାଧାରଣ ଧାନ ଓ ଗ୍ରେଡ-ଏ ଧାନ ପାଇଁ ଯଥାକ୍ରମେ ୨୧୮୩ଟଙ୍କା ଓ ୨୨୦୩ଟଙ୍କା ସର୍ବନିମ୍ନ ସହାୟକ ମୂଲ୍ୟ ପ୍ରଦାନ କରାଯିବ । ଖିଲାପୀ ମିଲରଙ୍କୁ ଚଳିତଥର ଧାନ ସଂଗ୍ରହ ପାଇଁ ଅନୁମତି ଦିଆଯିବ ନାହିଁ । ପି-ପାସ୍ ମାଧ୍ୟମରେ ଚାଷୀଙ୍କୁ ୪୮ଘଣ୍ଟା ମଧ୍ୟରେ ସେମାନଙ୍କ ପ୍ରାପ୍ୟ ପ୍ରଦାନ କରାଯିବ ବୋଲି କୁହାଯାଇଛି ।

Also Read

ସେହିପରି ଭୁବନେଶ୍ୱରସ୍ଥିତ ସିଲିକନ୍ ଇନଷ୍ଟିଚ୍ୟୁଟ୍ ଅଫ ଟେକ୍ନୋଲୋଜିକୁ ବିଶ୍ୱବିଦ୍ୟାଳୟ ମାନ୍ୟତା ଦେବା ପାଇଁ ସ୍ୱତନ୍ତ୍ର ଆଇନ, ବ୍ରହ୍ମପୁରର ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ ସାଇନ୍ସ ଆଣ୍ଡ ଟେକ୍ନୋଲୋଜି(ଏନଆଇଏସଟି)କୁ ବିଶ୍ୱବିଦ୍ୟାଳୟ ମାନ୍ୟତା ପାଇଁ ସ୍ୱତନ୍ତ୍ର ଆଇନକୁ କ୍ୟାବିନେଟ୍ ଅନୁମୋଦନ ମିଳିଛି ।

ସେହିପରି ଓଡ଼ିଶା ଭୂ-ସଂସ୍କାର ଆଇନ-୧୯୬୦ର ଧାରା -୮ର ଉପଧାରା-୨ ଅନୁସାରେ ଓଡ଼ିଶା ସରକାର ରାଜ୍ୟର ବିଭିନ୍ନ ସ୍ଥାନରେ ଚାଷଜମିକୁ କୃଷି ବ୍ୟତୀତ ଯେକୌଣସି ଅଣକୃଷି ଉଦ୍ଦେଶ୍ୟରେ ବ୍ୟବହାର ନିମନ୍ତେ କିସମ ପରିବର୍ତ୍ତନ ଦେୟ ପ୍ରତି ଏକର ଚାଷ ଜମିର ବଜାର ଦରର ଏକ ପ୍ରତିଶତ ଧାର୍ଯ୍ୟ କରିଛନ୍ତି । ଓଡ଼ିଶା ଭୂ-ସଂସ୍କାର ଆଇନ(ସଂଶୋଧନ)-୨୦୨୩ର ବିଜ୍ଞପ୍ତି ପ୍ରକାଶନ ଦିନଠୁ ଏହା କାର୍ଯ୍ୟକାରୀ ହେବ । ଓଡ଼ିଶା ସ୍ୱାସ୍ଥ୍ୟ ଗୁଇନ୍ଦା ଓ ଗୁରୁତ୍ୱପୂର୍ଣ୍ଣ ପରିସଂଖ୍ୟାନ ସେବା(ନିଯୁକ୍ତି ଓ ସେବା ସର୍ତ୍ତାବଳୀ) ନିୟମାବଳୀ-୨୦୨୩ ପ୍ରଣୟନ ପାଇଁ କ୍ୟାବିନେଟ୍ ମଞ୍ଜୁରୀ ଦେଇଛନ୍ତି । ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନ ଏହି ପରିସଂଖ୍ୟାନ ସହାୟକ ପଦବୀ ପାଇଁ ନିଯୁକ୍ତି ପ୍ରକ୍ରିୟା କରିବେ ଓ ଶିକ୍ଷାଗତ ଯୋଗ୍ୟତା ଯୁକ୍ତ ୨ କମ୍ପ୍ୟୁଟର ପରିବର୍ତ୍ତେ ସ୍ନାତକ ଡିଗ୍ରୀ ସହ ଗଣିତ କିମ୍ବା ପରିସଂଖ୍ୟାନ ସହିତ କମ୍ପ୍ୟୁଟର ଅଭିଜ୍ଞତା ରହିବା ଜରୁରୀ । ଆବେଦନ ବୟସ ୧୮ବର୍ଷ ପରିବର୍ତ୍ତେ ୨୧ବର୍ଷକୁ ବୃଦ୍ଧି କରାଯାଇଛି । ଏହାଦ୍ୱାରା ନୂତନ ନିଯୁକ୍ତି ଓ ସେବା ସର୍ତ୍ତାବଳୀନ ତ୍ୱରିତ୍ ପଦୋନ୍ନତି ସୁବିଧା ପ୍ରଦାନ କରିବ ଓ କର୍ମଚାରୀମାନଙ୍କର ମନୋବଳ ବୃଦ୍ଧି ସହ ସେବା କାର୍ଯ୍ୟ ପାଇଁ ସେମାନେ ଅନୁପ୍ରାଣୀତ ହେବେ ।

ସେହିପରି ଷୋଡ଼ଶ ବିଧାନସଭାର ତ୍ରୟୋଦଶ ଅଧିବେଶନ ଆହୂତ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି । ବାଣିଜ୍ୟ ଓ ପରିବହନ ବିଭାଗର ‘ଲକ୍ଷ୍ମୀ’ ଯୋଜନାକୁ ସମଗ୍ର ରାଜ୍ୟରେ କାର୍ଯ୍ୟକାରୀ କରିବା ପ୍ରସ୍ତାବକୁ ଅନୁମୋଦନ ମିଳିଥିବାବେଳେ ଅର୍ଥ ବିଭାଗର ଦୁଇଟି ପ୍ରସ୍ତାବ ଯଥା ଓଡ଼ିଶା ଜିଏସଟି ଆଇନ-୨୦୧୭ର ସଂଶୋଧନ ଏବଂ ଓଡ଼ିଶା ବେସାମରିକ ପ୍ରଶାସନିକ ସେବା(ପେନସନ) ରୁଲସ-୧୯୯୨ରେ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି । ଫଳରେ ଅବସର ନେଉଥିବା ସରକାରୀ କର୍ମଚାରୀଙ୍କୁ ସେମାନଙ୍କ ଚୂଡ଼ାନ୍ତ ପେନସନ୍ ପ୍ରଦାନ ପ୍ରକ୍ରିୟାକୁ ସରଳ କରାଯାଇଛି । ଅବସର ନେବାର ୬ମାସ ପୂର୍ବରୁ ଏହି ପ୍ରକ୍ରିୟା ଆରମ୍ଭ ହେବ ଓ ପେନସନ ପ୍ରଦାନରେ ବିଳମ୍ବ ପାଇଁ ସମ୍ପୃକ୍ତ ଅଫିସରଙ୍କ ଦାୟୀ ରହିବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story