ଆଜି ଭାରତୀୟ ଜନସଂଘର ପ୍ରତିଷ୍ଠାତା ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ଶ୍ରାଦ୍ଧ ବାର୍ଷିକୀ । ଭୁବନେଶ୍ବର ସତସଙ୍ଗବିହାର ସ୍ଥିତ ଡକ୍ଟର ଶ୍ୟାମା ପ୍ରସାଦ ମୁଖାର୍ଜୀ ପାର୍କରେ ସ୍ବତନ୍ତ୍ର ଆୟୋଜନ କରାଯାଇଛି । ଏହି ଅବସରରେ ଶ୍ୟାମା ପ୍ରସାଦ ମୁଖାର୍ଜୀ ପାର୍କରେ ଥିବା ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ସ୍ମୃତିଚାରଣ କରିବା ସହ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
‘ମୋ ସ୍କୁଲ ଅଭିଯାନ’ର ନାଁ ବଦଳିଲା: ଅଧ୍ୟକ୍ଷ ରହିବେ ମୁଖ୍ୟ ସଚିବ, ମିଳିବ ସର୍ବାଧିକ ୫୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମ୍ୟାଚିଂ ଫଣ୍ଡ
‘ମୋ ସ୍କୁଲ ଅଭିଯାନ’ର ନାମ ପରିବର୍ତ୍ତନ କରି ‘ପଂଚସଖା ଶିକ୍ଷା ସେତୁ’ ରଖିଛନ୍ତି ବିଜେପି ସରକାର। ଏହାକୁ ରାଜନୈତିକ ପ୍ରଭାବରୁ ମୁକ୍ତ ରଖିବାକୁ ମୋହନ ସରକାରଙ୍କ ବଡ଼ ପଦକ୍ଷେପ।
Miscellaneous
ପ୍ରାକ୍ ବଜେଟ୍ ପରାମର୍ଶ ବୈଠକ: କେନ୍ଦ୍ର ଅର୍ଥମନ୍ତ୍ରୀଙ୍କ ପାଖରେ ୮ଟି ଦାବି ରଖିଲା ଓଡ଼ିଶା
କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ପ୍ରାକ୍ ବଜେଟ୍ ପରାମର୍ଶ ବୈଠକ। ୨୦୨୫-୨୬ ଆର୍ଥିକବର୍ଷର କେନ୍ଦ୍ରୀୟ ବଜେଟରେ ଓଡ଼ିଶାକୁ ଅଧିକ ପାଣ୍ଠି ଆବଂଟନ ପାଇଁ ଦାବି ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
Miscellaneous
ଚାଷୀଙ୍କ ଜନ୍ମକୁଣ୍ଡଳୀ ରଖିବେ ସରକାର: ନୂଆବର୍ଷରୁ ପଞ୍ଜିକରଣ ଆରମ୍ଭ, ମିଳିବ ୟୁନିକ୍ ନମ୍ବର ଓ ଡିଜିଟାଲ ଚାଷୀ କାର୍ଡ
ରାଜ୍ୟରେ ମୋହନ ମାଝୀ ସରକାର ପ୍ରକୃତ ଚାଷୀ ଚିହ୍ନଟ ସହ ସରକାରୀ ପାଣ୍ଠିର ଅନିୟମିତତାକୁ ରୋକିବା ପାଇଁ ରାଜ୍ୟରେ ଫାର୍ମର ରେଜିଷ୍ଟ୍ରି ଡାଟାବେସ୍ ପ୍ରସ୍ତୁତ ନିମନ୍ତେ ନିଷ୍ପତ୍ତି ନେଇଛନ୍ତି ।
Miscellaneous
ସ୍ୱାମୀ-ସ୍ତ୍ରୀଙ୍କ ଭିତରେ ହେଲାନି ସହମତି; ଛୁଆର ନାଁ ଦେଲେ କୋର୍ଟ
ଛୁଆର ନାଁ ଦେବାକୁ ନେଇ ବିବାଦ ପରେ ଛାଡ଼ପତ୍ର ପାଇଁ କୋର୍ଟ ଯାଏଁ ଗଲେ ଦମ୍ପତ୍ତି। ଶେଷରେ ୩ ବର୍ଷର ଶିଶୁର ନାମକରଣ କରି ବିବାଦ ସମାଧାନ କଲେ କୋର୍ଟ।
Miscellaneous
ଖୁବ୍ଶୀଘ୍ର SCBରେ ଖାଲି ପଡ଼ିଥିବା ପଦବୀ ପୂରଣ କରାଯିବ; ହାଇକୋର୍ଟଙ୍କୁ ଅବଗତ କରାଇଲେ ସ୍ୱାସ୍ଥ୍ୟ ସଚିବ
ଲାଲବାଗ ଥାନା ନିକଟରେ ଶିଶୁ ଭବନ ଗେଟ ସମ୍ମୁଖରେ ଥିବା ଉଠା ଦୋକାନୀଙ୍କ ଭେଣ୍ଡିଂ ଜୋନ ଲାଇସେନ୍ସ ଯାଞ୍ଚ କରିବା ପାଇଁ ସିଏମ୍ସିକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ।