ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ | Odisha Reporter
ଆଜି ଭାରତୀୟ ଜନସଂଘର ପ୍ରତିଷ୍ଠାତା ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ଶ୍ରାଦ୍ଧ ବାର୍ଷିକୀ । ଭୁବନେଶ୍ବର ସତସଙ୍ଗବିହାର ସ୍ଥିତ ଡକ୍ଟର ଶ୍ୟାମା ପ୍ରସାଦ ମୁଖାର୍ଜୀ ପାର୍କରେ ସ୍ବତନ୍ତ୍ର ଆୟୋଜନ କରାଯାଇଛି । ଏହି ଅବସରରେ ଶ୍ୟାମା ପ୍ରସାଦ ମୁଖାର୍ଜୀ ପାର୍କରେ ଥିବା ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ସ୍ମୃତିଚାରଣ କରିବା ସହ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
