Advertisment

ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଆଜି ଭାରତୀୟ ଜନସଂଘର ପ୍ରତିଷ୍ଠାତା ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ଶ୍ରାଦ୍ଧ ବାର୍ଷିକୀ । ଏହି ଅବସରରେ ଭୁବନେଶ୍ବର ଶ୍ୟାମାପ୍ରସାଦ ପାର୍କରେ ସ୍ବତନ୍ତ୍ର ଆୟୋଜନ କରାଯାଇଛି ।

Advertisment

ଆଜି ଭାରତୀୟ ଜନସଂଘର ପ୍ରତିଷ୍ଠାତା ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ଶ୍ରାଦ୍ଧ ବାର୍ଷିକୀ । ଭୁବନେଶ୍ବର ସତସଙ୍ଗବିହାର ସ୍ଥିତ ଡକ୍ଟର ଶ୍ୟାମା ପ୍ରସାଦ ମୁଖାର୍ଜୀ ପାର୍କରେ ସ୍ବତନ୍ତ୍ର ଆୟୋଜନ କରାଯାଇଛି । ଏହି ଅବସରରେ ଶ୍ୟାମା ପ୍ରସାଦ ମୁଖାର୍ଜୀ ପାର୍କରେ ଥିବା ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ସ୍ମୃତିଚାରଣ କରିବା ସହ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । 

Advertisment
Odisha Mohan Charan Majhi Syama Prasad Mukherjee
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe