Advertisment

ସାନ ଭାଇ ନବୀନଙ୍କୁ ବହୁତ ଆଦର କରୁଥିଲେ ଭଉଣୀ ଗୀତା

ଗୀତା ମେହେଟ୍ଟା ଏକାଧାରରେ ଥିଲେ ଜଣେ ଆନ୍ତର୍ଜାତୀୟ ଲେଖିକା, ସାମ୍ବାଦିକା ଏବଂ ଡକ୍ୟୁମେଣ୍ଟାରୀ ଫିଲ୍ମ ନିର୍ମାତା। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ହୋଇଥିଲା। ନୂଆଦିଲ୍ଲୀସ୍ଥିତ ବାସଭବନରେ ଶନିବାର ସନ୍ଧ୍ୟାରେ ସେ ଶେଷନିଶ୍ୱାସ ତ୍ୟାଗ କରିଥିଲେ।

Advertisment

ସବୁଦିନ ପାଇଁ ଆଖି ବୁଜିଦେଲେ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଏକ ମାତ୍ର କନ୍ୟା ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ ଗୀତା ମେହେଟ୍ଟା। ସେ ଥିଲେ ବହୁମୂଖୀ ପ୍ରତିଭାର ଅଧିକାରିଣୀ। ସେ ଏକାଧାରରେ ଥିଲେ ଜଣେ ଆନ୍ତର୍ଜାତୀୟ ଲେଖିକା, ସାମ୍ବାଦିକା ଏବଂ ଡକ୍ୟୁମେଣ୍ଟାରୀ ଫିଲ୍ମ ନିର୍ମାତା। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ହୋଇଥିଲା। ନୂଆଦିଲ୍ଲୀସ୍ଥିତ ବାସଭବନରେ ଶନିବାର ସନ୍ଧ୍ୟାରେ ସେ ଶେଷନିଶ୍ୱାସ ତ୍ୟାଗ କରିଥିଲେ। ଗୀତା ମେହେଟ୍ଟା ହେଉଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ଭଉଣୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ କନ୍ୟା। ଦୀର୍ଘଦିନ ଧରି ସେ ଅସୁସ୍ଥ ଥିଲେ।

Advertisment
Naveen Patnaik Geeta Mehta Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe