ପ୍ରାୟ 40 ବର୍ଷ ତଳେ ଭୁବନେଶ୍ବରର ଭିଏସଏସ ନଗରରେ ଉଭୟ କେନ୍ଦ୍ର ଓ ରାଜ୍ୟସରକାରଙ୍କ ମିଳିତ ଉଦ୍ୟମରେ ପ୍ରତିଷ୍ଠା ହୋଇଥିଲା `ଓଡ଼ିଶା ଡ୍ରଗସ ଆଣ୍ଡ୍ କେମିକାଲ୍ସ ଲିମିଟେଡ’ ନାଁରେ ଔଷଧ ତିଆରି କମ୍ପାନୀ। ଦେଶର ବିଭିନ୍ନ ସରକାରୀ ହସ୍ପିଟାଲକୁ ଯାଉଥିଲା ଶହ ଶହ ଟ୍ରକ୍ ମେଡିସିନ୍। କାମ କରୁଥିଲେ ପ୍ରାୟ 1 ଶହ କର୍ମଚାରୀ। ଡିପାର୍ଟମେଣ୍ଟ ଅଫ୍ ଫାର୍ମାସିଉଟିକାଲର ସରକାରୀ କମ୍ପାନୀ ଆଇଡିପିଏଲ ବା ଇଣ୍ଡିଆନ୍ ଡ୍ରଗସ ଆଣ୍ଡ୍ ଫାର୍ମାସିଉଟିକାଲସ ହାତରେ ରହିଥିଲା ପରିଚାଳନା ଭାର। ହେଲେ.. ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ପ୍ରବାସୀ ଭାରତୀୟ ଦିବସ: ସଜେଇ ହେଲାଣି ଜନତା ମଇଦାନ, ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲେ ଡିଜିପି
ପ୍ରବାସୀ ଭାରତୀୟଙ୍କ ମନ ମୋହିବାକୁ ଓଡ଼ିଶାର ହସ୍ତତନ୍ତ ଓ ହସ୍ତକଳାରେ ସଜେଇ ହେଲାଣି ଜନତା ମଇଦାନରେ ଓଡ଼ିଶା ପାଭିଲିୟନ। ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି ପୁଲିସ୍ ଡିଜି।
Miscellaneous
ଆରମ୍ଭ ହେଲା ସହିଦ ମାଧୋ ସିଂ ହାତ ଖର୍ଚ୍ଚ
ସହିଦ ମାଧୋ ସିଂ ହାତ ଖର୍ଚ୍ଚ ବାବଦକୁ ଟଙ୍କା ସିଧା ବ୍ୟାଙ୍କ ଆକାଉଣ୍ଟକୁ ଯିବ। ଶୈକ୍ଷିକ ବାତାବରଣ ଓ ଆଦିବାସୀ ଛାତ୍ରଛାତ୍ରୀଙ୍କ ଶିକ୍ଷାର ମାନକୁ ବଢ଼ାଇବାକୁ ଏହି ପ୍ରୋତ୍ସାହନ ରାଶି ପ୍ରଦାନ ବ୍ୟବସ୍ଥା କରାଯାଇଛି।
Miscellaneous
ଓଡ଼ିଶାର କଶ୍ମୀରରେ ଇଟାଲୀ ପର୍ଯ୍ୟଟକ
ଇଟାଲୀ ପର୍ଯ୍ୟଟକ କାଥେରୀନା ଓ ଟୋନି। ନୂଆବର୍ଷରେ ଉଭୟ ଓଡ଼ିଶା ଆସିଛନ୍ତି। ଓଡ଼ଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଯାଇଥିଲେ। ଉଭୟ ଶୀତୁଆ ସକାଳରେ କାକର ଭିଜା ଘାସର ଗାଲିଚା ସାଙ୍ଗକୁ ପଟାଙ୍ଗୀ ଆଦିବାସୀ ସାହିର ମନୋରମ ଦୃଶ୍ୟକୁ ଉପଭୋଗ କରିଥିଲେ।
Miscellaneous
ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍
ଡ୍ରୋନଟି ଦୋଳମଣ୍ଡପ ସାହିରୁ ଆସି ପ୍ରଥମେ ମନ୍ଦିର ଚାରିପାଖ ଏବଂ ପରେ ମେଘନାଦ ପାଚେରୀ ବୁଲିଥିଲା।
Miscellaneous
୨ ହଜାର ନୂଆ ଟ୍ରାଫିକ ପୁଲିସ ପଦବୀ ସୃଷ୍ଟିକୁ ମଞ୍ଜୁରୀ, ଚଳିତବର୍ଷ ପୂରଣ ହେବ ୫୦୦ ପଦବୀ
ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆଜି ଜାତୀୟ ସଡ଼କ ସୁରକ୍ଷା ମାସର ରାଜ୍ୟସ୍ତରୀୟ ଉଦଯାପନ କାର୍ଯ୍ୟକ୍ରମରେ ଯୋଗ ଦେଇ ସଡ଼କ ସୁରକ୍ଷାକୁ ଜନ ଅଭିଯାନରେ ପରିଣତ କରିବା ନିମନ୍ତେ ଆହ୍ୱାନ କରିଛନ୍ତି ।