ଦେଶର ପ୍ରମୁଖ ତୀର୍ଥ ସ୍ଥଳୀକୁ ରାଜ୍ୟରୁ ଗଡ଼ିବ ବସ୍: ବାଣିଜ୍ୟ ଓ ପରିବହନ ମନ୍ତ୍ରୀ

ଲକ୍ଷ୍ମୀ ବସ୍ ସଂପର୍କିତ ପ୍ରଶ୍ନର ଉତ୍ତର ଦେଇ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା କହିଛନ୍ତି, ଓଡ଼ିଶାରୁ ଦେଶର ପ୍ରମୁଖ ତୀର୍ଥ ସ୍ଥଳୀକୁ ଆରମ୍ଭ ହେବ ବସ୍ ସେବା। ରଥ ଯାତ୍ରାରେ ପ୍ରତି ବ୍ଲକରୁ ପୁରୀକୁ ବସ୍ ଗଡ଼ିବ। ଅଯୋଧ୍ୟା, ତିରୁପତି, ମହାକାଳେଶ୍ବର, ବାରାଣସୀ ଓ ବୃନ୍ଦାବନକୁ ଗଡ଼ିବ ବସ୍।

Manoj Swain
  • Published: Tuesday, 25 June 2024
  • Updated: 25 June 2024, 01:16 PM IST

Sports

Latest News

ବଦଳିବ କି ଲକ୍ଷ୍ମୀ ବସର ନାଁ। ଲକ୍ଷ୍ମୀ ବସ୍ ସଂପର୍କିତ ପ୍ରଶ୍ନର ଉତ୍ତର ଦେଇ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା କହିଛନ୍ତି, ଓଡ଼ିଶାରୁ ଦେଶର ପ୍ରମୁଖ ତୀର୍ଥ ସ୍ଥଳୀକୁ ଆରମ୍ଭ ହେବ ବସ୍ ସେବା। ରଥ ଯାତ୍ରାରେ ପ୍ରତି ବ୍ଲକରୁ ପୁରୀକୁ ବସ୍ ଗଡ଼ିବ। ଅଯୋଧ୍ୟା, ତିରୁପତି, ମହାକାଳେଶ୍ବର, ବାରାଣସୀ ଓ ବୃନ୍ଦାବନକୁ ଗଡ଼ିବ ବସ୍। ପୁରୀ, ଭୁବନେଶ୍ବର, ବ୍ରହ୍ମପୁର ଓ ରାଉରକେଲା ଭଳି ପ୍ରମୁଖ ସ୍ଥାନରୁ ଏସବୁ ତୀର୍ଥ ସ୍ଥଳୀକୁ ବସ୍ ଚାଲିବ। ଦେଖନ୍ତୁ ପୂରା ରିପୋର୍ଟ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos