BJDର ଲକ୍ଷ୍ମୀ ବସ୍ ହେବ ମୁଖ୍ୟମନ୍ତ୍ରୀ ବସ୍ ! | Laxmi Bus | New CM Mohan Majhi | BJP Govt |Odisha Reporter
Advertisment
ବଦଳିବ କି ଲକ୍ଷ୍ମୀ ବସର ନାଁ। ଲକ୍ଷ୍ମୀ ବସ୍ ସଂପର୍କିତ ପ୍ରଶ୍ନର ଉତ୍ତର ଦେଇ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା କହିଛନ୍ତି, ଓଡ଼ିଶାରୁ ଦେଶର ପ୍ରମୁଖ ତୀର୍ଥ ସ୍ଥଳୀକୁ ଆରମ୍ଭ ହେବ ବସ୍ ସେବା। ରଥ ଯାତ୍ରାରେ ପ୍ରତି ବ୍ଲକରୁ ପୁରୀକୁ ବସ୍ ଗଡ଼ିବ। ଅଯୋଧ୍ୟା, ତିରୁପତି, ମହାକାଳେଶ୍ବର, ବାରାଣସୀ ଓ ବୃନ୍ଦାବନକୁ ଗଡ଼ିବ ବସ୍। ପୁରୀ, ଭୁବନେଶ୍ବର, ବ୍ରହ୍ମପୁର ଓ ରାଉରକେଲା ଭଳି ପ୍ରମୁଖ ସ୍ଥାନରୁ ଏସବୁ ତୀର୍ଥ ସ୍ଥଳୀକୁ ବସ୍ ଚାଲିବ। ଦେଖନ୍ତୁ ପୂରା ରିପୋର୍ଟ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us