ସରକାରୀ କର୍ମଚାରୀଙ୍କୁ ମୁଖ୍ୟ ସଚିବଙ୍କ ଚେତାବନୀ: ବଦଳି-ନିଯୁକ୍ତି ପାଇଁ ଚାପ ପକାଅ ନାହିଁ

ନେତା-ମନ୍ତ୍ରୀଙ୍କ ଲିଖିତ ସୁପାରିଶ ଆଣି ନିଜର ବଦଳି ଓ ପଦୋନ୍ନତି ପାଇଁ ଚାପ ପକାଇବା ଏଣିକି ମହଙ୍ଗା ପଡ଼ିବ। ଏପରି କଲେ ସରକାରୀ କର୍ମଚାରୀଙ୍କ ବିରୋଧରେ ନିଆଯିବ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ।

Odisha Lokseva Bhawan

ଓଡ଼ିଶା ଲୋକସେବା ଭବନ

Debadatta Aryashrestha
  • Published: Monday, 11 November 2024
  • Updated: 11 November 2024, 07:57 PM IST

Sports

Latest News

ଏଣିକି ଆଉ ଚଳିବନି ବଦଳି ଏବଂ ପୋଷ୍ଟିଂ ପାଇଁ ଚାପ ପକାଉଥିବା କର୍ମଚାରୀଙ୍କ ହାକିମାତି। ଟ୍ରାନ୍ସଫର ପାଇଁ ଚାପ ପକାଇଲେ ହେବ କଡ଼ା ଆକ୍ସନ। ଏନେଇ ସବୁ ବିଭାଗର ସଚିବମାନଙ୍କୁ ଚିଠି ଲେଖି ଜଣାଇଛନ୍ତି ମୁଖ୍ୟ ସଚିବ ମନୋଜ ଆହୁଜା। ନେତା-ମନ୍ତ୍ରୀଙ୍କ ଲିଖିତ ସୁପାରିଶ ଆଣି ନିଜର ବଦଳି ଓ ପଦୋନ୍ନତି ପାଇଁ ଚାପ ପକାଇବା ଏଣିକି ସରକାରୀ କର୍ମଚାରୀଙ୍କୁ ମହଙ୍ଗା ପଡ଼ିବ।

ମୁଖ୍ୟ ସଚିବ ଆଜି ସମସ୍ତ ବିଭାଗୀୟ ସଚିବ ଓ ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ସରକାରୀ କର୍ମଚାରୀମାନଙ୍କ ଦ୍ୱାରା ବଦଳି ଓ ନିଯୁକ୍ତି ପାଇଁ ପକାଯାଉଥିବା ଅଯଥା ପ୍ରଭାବ ଓ ଚାପ ଉପରେ କଟକଣା ଜାରି କରିଛନ୍ତି। ଏହା ସହିତ ଏହି ଗାଇଡଲାଇନର ପ୍ରଭାବୀ ଢଙ୍ଗରେ କାର୍ଯ୍ୟକାରିତାକୁ ସୁନିଶ୍ଚିତ କରିବା ପାଇଁ ସଚିବ ଓ ଜିଲ୍ଲାପାଳମାନଙ୍କୁ ସେ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ସଚିବ ତାଙ୍କ ଚିଠିରେ ଲେଖିଛନ୍ତି, କିଛି ସରକାରୀ କର୍ମଚାରୀ ନିଜର ବଦଳି କିମ୍ବା ନିଯୁକ୍ତି ପାଇଁ ବାହ୍ୟ ଚାପ ପକାଇବାକୁ ପ୍ରୟାସ କରୁଛନ୍ତି। ଏଭଳି ଅଭ୍ୟାସ ‘ଓଡ଼ିଶା ଗଭର୍ଣ୍ଣମେଂଟ ସର୍ଭ୍ୟାଣ୍ଟ କଣ୍ଡକ୍ଟ ରୁଲସ୍‌-୧୯୫୯ର ରୁଲ-୨୩ର’ ସିଧାସଳଖ ଉଲ୍ଲଘଂନ।

Also Read

ସରକାରୀ କର୍ମଚାରୀମାନେ ନିଜର ଆଚରଣରେ ଉଚ୍ଚମାନର ନିଷ୍ଠା ବଜାୟ ରଖିବା ସହ ସମସ୍ତ ସେବା ପ୍ରସଙ୍ଗରେ ସ୍ୱଚ୍ଛତା ଓ ପାରଦର୍ଶିତାର ନୀତି ଅବଲମ୍ବନ କରିବା ଆବଶ୍ୟକ। ପ୍ରଶାସନିକ ଆବଶ୍ୟକତାକୁ ଦୃଷ୍ଟିରେ ରଖି ପ୍ରଚଳିତ ନୀତି ଆଧାରରେ ସ୍ୱାଭାବିକ ଭାବେ କର୍ମଚାରୀମାନଙ୍କ ବଦଳି ଓ ନିଯୁକ୍ତି କରାଯାଇଥାଏ। ତେଣୁ ଏହି ପ୍ରକ୍ରିୟାକୁ ପ୍ରଭାବିତ କରିବା ପାଇଁ ଯେକୌଣସି ପ୍ରକାରର ଉଦ୍ୟମକୁ ଗୁରୁତର ଖରାପ ଆଚରଣ ଭାବେ ବିଚାର କରାଯିବ ଓ ଏଥିପାଇଁ ସମ୍ପୃକ୍ତ କର୍ମଚାରୀଙ୍କୁ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନର ସମ୍ମୁଖୀନ ହେବାକୁ ପଡ଼ିବ ବୋଲି ମୁଖ୍ୟ ସଚିବ ଚିଠିରେ ଦର୍ଶାଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story