ରାଜଧାନୀ ଭୁବନେଶ୍ୱରରେ ବେଆଇନ ଭାବେ ନିର୍ମାଣ ହୋଇଥିବା ୧୯୧ଟି ଆପାର୍ଟମେଂଟ ଓ ଘରକୁ ସମ୍ପୂର୍ଣ୍ଣ ଭୂମିସାତ୍ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ବୋଲି ରାଜ୍ୟ ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ଦେଖନ୍ତୁ ପୂରା ରିପୋର୍ଟ ।