ଦୁଇ ମାସ ପରେ ଭୋଟ୍। ଆଉ ଏତିକି ବେଳେ ମଧୁବାବୁ ପେନସନ୍ ସ୍କିମର ସହାୟତା ରାଶିରେ 5 ଶହ ଟଙ୍କା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ସରକାରଙ୍କ ଘୋଷଣା ପରେ ଏବେ ଆମ ରାଜ୍ୟରେ ସର୍ବାଧିକ ପେନସନ୍ ରାଶି 14 ଶହ ଟଙ୍କାକୁ ବଢ଼ିଛି। ହେଲେ ଅସଲରେ ସରକାରଙ୍କ ଏ ପେନସନ୍ ଦେଶର ଅନ୍ୟ ରାଜ୍ୟ ତୁଳନାରେ ଯେ କେତେ କମ୍ ଗତବର୍ଷ ଅଗଷ୍ଟ 10 ତାରିଖରେ ରାଜ୍ୟସଭାରେ ଉପସ୍ଥାପିତ ଏ ତଥ୍ୟ ତାର ଖୁଲାସା କରୁଛି। ଏବେ ଦେଶର 9ଟି ରାଜ୍ୟରେ ସାମାଜିକ ସୁରକ୍ଷା ଯୋଜନାର ହିତାଧିକାରୀଙ୍କୁ 2 ହଜାର କିମ୍ବା ତାଠୁ ଅଧିକ ପେନସନ୍ ମିଳୁଛି । ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଘରେ ଚାଲିଥିଲା ଶୋକସଭା, ଆସି ପହଞ୍ଚିଲେ ମୃତକ
ନିଖୋଜ ବ୍ୟକ୍ତିଙ୍କର ମୃତଦେହ ଚିହ୍ନଟ କରି ସତ୍କାର କରିଦେଲେ ପରିବାର ଲୋକେ। ନିଜ ଶ୍ରଦ୍ଧାଞ୍ଜଳି ସଭାକୁ ଫେରିଲେ ମୃତକ।
Miscellaneous
ସେନା ଅଫିସରଙ୍କୁ ନିର୍ଯାତନା: ଜାନୁୟାରୀ ୩୧ ପର୍ଯ୍ୟନ୍ତ ବଢ଼ିଲା କମିଶନଙ୍କ କାର୍ଯ୍ୟକାଳ
ରାଜ୍ୟ ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଭରତପୁର ଥାନାରେ ସେନା ଅଫିସର ଓ ଜଣେ ମହିଳାଙ୍କୁ ଦୁର୍ବ୍ୟବହାର ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କୁ ନିଯୁକ୍ତି ଦିଆଯାଇଛି ।
Miscellaneous
ରାଜ୍ୟରେ ୫୦ବର୍ଷର ରାସ୍ତା ନିର୍ମାଣର ଆବଶ୍ୟକତାକୁ ଦୃଷ୍ଟିରୁ ରଖି ପ୍ରସ୍ତୁତ ହେବ ସ୍ୱତନ୍ତ୍ର ସଡ଼କ ନୀତି: ପୂର୍ତ୍ତ ମନ୍ତ୍ରୀ
୨୦୨୯ ମସିହା ସୁଦ୍ଧା ୧୦୦ଜନସଂଖ୍ୟା ବିଶିଷ୍ଟ ଗାଁକୁ ସବୁଦିନିଆ ରାସ୍ତା ନିର୍ମାଣକୁ ସୁନିଶ୍ଚିତ କରିବା ସହ ଉତ୍ତମ ମାନବସମ୍ବଳ ଅଭାବ ପୂରଣ ଓ ନିର୍ମାଣ ସମୟରେ ଆଧୁନିକ ଜ୍ଞାନକୌଶଳର ଉପଯୋଗ ନିମନ୍ତେ ବୈଠକରେ ଆଲୋଚନା ହୋଇଥିଲା ।
Miscellaneous
ବାଲିଯାତ୍ରାରେ ପ୍ରଶଂସା ସାଉଣ୍ଟୁଛି ପୁରୁଣା ଜାତୀୟ ପୁରସ୍କାରପ୍ରାପ୍ତ ଓଡ଼ିଆ ଚଳଚ୍ଚିତ୍ର
ରଙ୍ଗୀନ ଆଲୁଅରେ ଚକମକ କରୁଛି କଳା ଧଳା ଚଳଚ୍ଚିତ୍ର। ଓଡ଼ିଶାର କଳା ସଂସ୍କୃତି ଓ ପରମ୍ପରାର ବାର୍ତ୍ତାବହ, ଓଡ଼ିଆ ଅସ୍ମିତାର କିଛି ଶ୍ରେଷ୍ଠ ନିଦର୍ଶନ। ସୀତା ବିବାହ, ହୀରା ଲିଳା, ଗପ ହେଲେ ବି ସତ, ଚିହ୍ନା ଅଚିହ୍ନା ପରି ପୁରୁଣା ତଥା ଜାତୀୟ ପୁରସ୍କାର ପ୍ରାପ୍ତ ଚଳଚ୍ଚିତ୍ରର ଲାଗିଛି ସମ୍ଭାର।
Miscellaneous
ମହାପ୍ରଭୁ ଜଗନ୍ନାଥଙ୍କ ଜମି ଜାଲିଆତି ନେଇ ଥାନାରେ ଏତଲା
ମୋଟ ୧୦୯ଟି ପ୍ଲଟକୁ ବେଆଇନ୍ ଭାବେ ହାତେଇବା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଥିବା ବେଳେ ଏହାକୁ କଦାପି ବରଦାସ୍ତ କରାଯିବନି ବୋଲି ଶ୍ରୀମନ୍ଦିର ପ୍ରଶାସନ କହିଛି।