ଅନେକ ବିଶେଷଜ୍ଞଙ୍କର ମତ ଅନୁଯାୟୀ ବାୟୁର ଖରାପ ମାନ ପାଇଁ ମଣିଷ ଫୁସଫୁସ କର୍କଟ, ଷ୍ଟ୍ରୋକଠାରୁ ଆରମ୍ଭ କରି ଅନେକ ରୋଗର ଶିକାର ହେଉଛି। ଲୋକଙ୍କର ଜୀବନ ଧାରଣ ସମୟ ବା ଆୟୁଷ ପ୍ରାୟ 2ରୁ 4 ବର୍ଷ କମିଯାଉଥିବାବେଳେ ଭାରତର ଦିଲ୍ଲୀ ଭଳି ସହରରେ 10ରୁ 12 ବର୍ଷ ପର୍ଯ୍ୟନ୍ତ ଆୟୁଷ କମିଯାଉଛି। ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ରତ୍ନଭଣ୍ଡାରରେ ନାହିଁ ଗୁପ୍ତ କୋଠରୀ କି ସୁଡ଼ଙ୍ଗ, ମରାମତି ବାଟ ଫିଟିଲା
ଶ୍ରୀମନ୍ଦିର ରତ୍ନଭଣ୍ଡାର ଭିତରେ ନାହିଁ କୌଣସି ଗୁପ୍ତ କୋଠରୀ କି ରହସ୍ୟପୂର୍ଣ୍ଣ ସୁଡ଼ଙ୍ଗ। ଜିପିଆରଏସ୍ ସର୍ଭେ ରିପୋର୍ଟରୁ ହେଲା ସ୍ପଷ୍ଟ। ଦିନେ ଦୁଇ ଦିନରେ ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ନେଇ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।
Miscellaneous
ଆସୁଛନ୍ତି ରାଷ୍ଟ୍ରପତି; ପୁରୀରେ ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କଲେ ଡିଜିପି
ସୁରକ୍ଷା ଦାୟିତ୍ୱରେ ୮୦ ପ୍ଲାଟୁନ ପୁଲିସ୍ ଫୋର୍ସ ସହ ୩୦୦ ବରିଷ୍ଠ ଅଧିକାରୀ ମୁତୟନ ହେବେ। କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି କହିଲେ ଡିଜିପି ୱାଇ.ବି ଖୁରାନିଆ।
Miscellaneous
ସୋମବାର ମହାପ୍ରଭୁଙ୍କ ପଇତାଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ମାର୍ଗଶୀର କୃଷ୍ଣ ପକ୍ଷ ଦଶମୀ ତିଥିରେ ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତୀଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହୁଏ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ।
Miscellaneous
ଆସିଲା ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା
୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଖାତାକୁ ଗଲା 'ସୁଭଦ୍ରା' ଟଙ୍କା। ସୁନ୍ଦରଗଡ଼ରେ ଟଙ୍କା ରିଲିଜ୍ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
Miscellaneous
ଆଇଏଏସ ବଦଳି: ଚିତ୍ରାଙ୍କୁ ଶ୍ରମ ଓ ଇଏସଆଇ, ସୁଧାଂଶୁ ଓଡ଼ଶା ଖଣି ନିଗମ ଏମଡି
ଆଇଏଏସ୍ ସ୍ତରରେ ଅଦଳବଦଳ। ୧୨ଜଣ ଆଇଏଏସ୍ ଅଫିସରଙ୍କୁ ବିଭିନ୍ନ ପଦବୀରେ ଅବସ୍ଥାପିତ କଲେ ରାଜ୍ୟ ସରକାର।