ଘରୋଇ ବସ୍ ମାଲିକ ସଂଘର ଆନ୍ଦୋଳନ

ଭୁବନେଶ୍ୱର ଲୋୟର ପିଏମ୍‌ଜିରେ ରାଜ୍ୟ ଘରୋଇ ବସ ମାଲିକ ସଂଘ ପକ୍ଷରୁ ବୁଧବାର ଦିନ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ।

Manoj Swain
  • Published: Thursday, 23 November 2023
  • Updated: 23 November 2023, 11:57 AM IST

Sports

Latest News

ଭୁବନେଶ୍ୱର ଲୋୟର ପିଏମ୍‌ଜିରେ ରାଜ୍ୟ ଘରୋଇ ବସ ମାଲିକ ସଂଘ ପକ୍ଷରୁ ବୁଧବାର ଦିନ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଲକ୍ଷ୍ମୀ ବସ୍‌ ଯୋଜନାକୁ ବିରୋଧ କରି ବିକ୍ଷୋଭ ପ୍ରଦର୍ଶନ । ଲୋୟର ପିଏମଜିରେ ଧାରଣା ଓ ପ୍ରତିବାଦ କରି ଗର୍ଜିଛନ୍ତି ସଂଘର ସଦସ୍ୟ ଗଣ । ତେବେ ଅଳ୍ପ ଭଡାରେ ସରକାରୀ ବସ ଚଳପ୍ରଚଳ ହେତୁ କ୍ଷତି ସହୁଛନ୍ତି ଘରୋଇ ବସ ମାଲିକ । ଏନେଇ ଘରୋଇ ବସ ମାଲିକ ସଂଘର ସାଧାରଣ ସମ୍ପାଦକ ଦେବେନ୍ଦ୍ର ସାହୁ କଣ କହିଛନ୍ତି ଶୁଣନ୍ତୁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos