ଆକାଉଣ୍ଟକୁ ୧ ଟଙ୍କା ନଆସିଥିଲେ ବି ପାଇବେ ସୁଭଦ୍ରା ଟଙ୍କା: ଉପମୁଖ୍ୟମନ୍ତ୍ରୀ

  • Published: Monday, 16 September 2024
  • , Updated: 16 September 2024, 04:08 PM IST

ଆସନ୍ତାକାଲି ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦି। ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ପଠାଯିବ ଟଙ୍କା । ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି, ଆକାଉଣ୍ଟକୁ ୧ ଟଙ୍କା ନଆସିଥିଲେ ବି ୧୭ରେ ପାଇବେ ସୁଭଦ୍ରା ଟଙ୍କା ।

Related story