ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଛି ଶିମିଳିପାଳ ଅଭୟାରଣ୍ୟ। ସକାଳ ୬ଟାରୁ ଦିନ ଗୋଟାଏ ଯାଏ ପ୍ରବେଶ ଅନୁମତି ରହିଛି। ଯଶିପୁର କାଳିଆଣି ଗେଟ ଦେଇ ୩୫ଟି ଗାଡି ଏବଂ ବାରିପଦା ପିଠାବଟା ଲୁଲୁଙ୍ଗ ପଟୁ ୨୫ଟି ଗାଡିକୁ ପ୍ରବେଶ ଅନୁମତି ରହିଛି। ଏଥିପାଇଁ ଅଭୟାରଣ୍ୟ କର୍ତ୍ତୃପକ୍ଷ ସମସ୍ତ ପ୍ରକାର ବ୍ୟବସ୍ଥା କରିଛନ୍ତି।
Also Read
ଚଳିତ ବର୍ଷ ଶିମିଳିପାଳ ଅଭୟାରଣ୍ୟକୁ ସମ୍ପୂର୍ଣ୍ଣ ପ୍ଲାଷ୍ଟିକ ମୁକ୍ତ ଘୋଷଣା କରାଯାଇଛି । ସେହିପରି ଅଭୟାରଣ୍ୟ ମଧ୍ୟରେ ବୁଲିବା ଖାଇବା ପାଇଁ ମଧ୍ୟ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ସ୍ଥାନୀୟ ସ୍ବୟଂ ସହାୟକ ଗୋଷ୍ଠୀ ମାଧ୍ୟମରେ ପର୍ଯ୍ୟଟକ ମାନଙ୍କୁ ରନ୍ଧା ଖାଦ୍ୟ ଯୋଗାଣର ବ୍ୟବସ୍ତା କରିଛନ୍ତି ଅଭୟାରଣ୍ୟ କର୍ତ୍ତୃପକ୍ଷ । ଯଶୀପୁର ଗେଟରେ ଆଦିବାସୀ ନାଚ ଗୀତ ମାଧ୍ୟମରେ ପର୍ଯ୍ୟଟକଙ୍କୁ ସ୍ୱାଗତ କରାଯାଉଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।
Miscellaneous
ଗଞ୍ଜାମରୁ ବ୍ରହ୍ମଗିରି ଯାଉଥିଲା ୪ କ୍ୱିଣ୍ଟାଲ ଗଞ୍ଜେଇ, ମାଡ଼ି ବସିଲା ଅବକାରୀ ବିଭାଗ
ଏତେ ପରିମାଣର ଗଞ୍ଜେଇ ଗଞ୍ଜାମର ଶେରଗଡ଼ ଅଞ୍ଚଳରୁ ନିରାକାରପୁର ଦେଇ ବ୍ରହ୍ମଗିରି ଯାଉଥିଲା। କିନ୍ତୁ ନରାକରପୁର ଠାରେ ଏହାକୁ ଜବତ କରାଯାଇଛି।
Miscellaneous
କ୍ରିକେଟର ଫାଇନାଲ ମ୍ୟାଚ୍ ନେଲା ଗୋଷ୍ଠୀ ସଂଘର୍ଷର ରୂପ, ବ୍ୟାପକ ଭଙ୍ଗାରୁଜା
ବେଡ଼ାପଡ଼ା ଗାଁରେ ସୁବାସ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା।