କେତେବେଳେ ମାଙ୍କଡ଼ଙ୍କୁ ଖାଇବାକୁ ଦେଇଥିଲେ ତ ଆଉ କେତେବେଳେ ସାପ ଧରି ନଚାଉଥିଲେ। ଆଉ କେତେବେଳେ ଘୋଡା ପିଠିରେ ବସି ବୁଲୁଥିଲେ। ଯାହାର ଭିଡିଓ ଓ ଫଟୋକୁ ନିଜ ୟୁଟ୍ୟୁବ ଏବଂ ସୋଶାଲ ମିଡ଼ିଆରେ ପୋଷ୍ଟ କରୁଥିଲେ। ଏଥିପାଇଁ ସେମାନେ ମାଲାମାଲ ହେଉଥିଲେ। ବନ୍ୟ ଜୀବ ଜନ୍ତୁଙ୍କ ଫଟୋ ସୋଶାଲ୍ ମିଡ଼ିଆରେ ପୋଷ୍ଟ କରିବା ଏକ ଦଣ୍ଡନୀୟ ଅପରାଧ ଜାଣି ମଧ୍ୟ ୟୁଟ୍ୟୁବର ମୋନାଲିସା ଭଦ୍ର ଓ ତାଙ୍କ ସ୍ୱାମୀ ନିୟମିତ ଭାବେ ପୋଷ୍ଟ କରୁଥିଲେ। ଏବେ ସେମାନଙ୍କୁ ଗିରଫ କରିବା ପାଇଁ ଖୋଜୁଛି ଯାଜପୁର ବନ ବିଭାଗ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
କେବେ ଲୋକାର୍ପିତ ହେବ ଭୁବନେଶ୍ୱର ମୁଖ୍ୟ ରେଳ ଷ୍ଟେସନ? ସମୀକ୍ଷା କଲେ ଅପରାଜିତା
ମାଷ୍ଟରକ୍ୟାଣ୍ଟିନସ୍ଥିତ ଭୁବନେଶ୍ୱର ମୁଖ୍ୟ ରେଳ ଷ୍ଟେସନର ନବୀକରଣ କାର୍ଯ୍ୟ ଦ୍ରୁତ ଗତିରେ ଆଗେଇ ଚାଲିଛି। ଆଜି ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀର ଉନ୍ନୟତ କାର୍ଯ୍ୟର ସମୀକ୍ଷା କରିଛନ୍ତି। ବୈଠକରେ ରେଳ ବିଭାଗର ସମସ୍ତ ଅଧିକାରୀମାନେ ଉପସ୍ଥିତ ଥିଲେ।
Miscellaneous
ଆରମ୍ଭ ହେଲା ସର୍ବ ଭାରତୀୟ ବିଚାରପତିମାନଙ୍କ ବ୍ୟାଡମିଣ୍ଟନ ପ୍ରତିଯୋଗିତା
ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଚକ୍ରଧାରି ଶରଣ ସିଂ ବ୍ୟାଡମିଣ୍ଟନ୍ ପ୍ରତିଯୋଗିତାକୁ ଉଦ୍ଘାଟନ କରିଥିଲେ। ଦେଶରେ ପ୍ରଥମ ଥର ପାଇଁ ଓଡିଶା ହାଇକୋର୍ଟ ପକ୍ଷରୁ ସର୍ବ ଭାରତୀୟ ବ୍ୟାଡ୍ମିଣ୍ଟନ ପ୍ରତିଯୋଗିତା ଅନୁଷ୍ଠିତ ହେଉଛି।
Miscellaneous
ଓଡ଼ିଆ ଖାଦ୍ୟ ଖାଇବେ ପ୍ରବାସୀ ଭାରତୀୟ: ପ୍ରଭାତୀ ପରିଡ଼ା
ସମ୍ମିଳନୀ ସମୟରେ ଭୁବନେଶ୍ୱରରେ ପଥ ଉତ୍ସବ ଚାଲିବ। ପୁରୀରେ ସିବିଚ୍ ଫେଷ୍ଟିଭାଲ ବି ଚାଲିବ। ରାଜ୍ୟର କଳା ସଂସ୍କୃତି ସମେତ ୩୧ଟି ପର୍ଯ୍ୟଟନ ସ୍ଥଳୀକୁ ପ୍ରଦର୍ଶିତ କରାଯିବ।
Miscellaneous
ଉଜୁଡ଼ିଗଲା ଫସଲ, ଜୀବନ ହାରିଦେଲେ ଚାଷୀ
ଚାଷ କରିବା ପାଇଁ କୈଳାସ ପାଖାପାଖି ଅଢେଇ ଲକ୍ଷ ଟଙ୍କା ଧାର କରଜ କରିଥିଲେ।
Miscellaneous
୧୫ ପରେ ମିଳିବ ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ ଟଙ୍କା
ଡିସେମ୍ବର ୩୦ ଯାଏ ତଦନ୍ତ ହେଉଛି ବୋଲି ପୂର୍ବରୁ ସୂଚନା ଦିଆଯାଇଥିଲା। ଏହି ସମୟ ଅବଧିକୁ ଜାନୁଆରୀ ୧୫ ଯାଏଁ ବୃଦ୍ଧି କରାଯାଇଛି। ୧୫ ପରେ ମିଳିବ ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ ଟଙ୍କା