Advertisment

ଜୁଲାଇ ୮ରେ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର

ରତ୍ନଭଣ୍ଡାର ବାହାର ପାର୍ଶ୍ବ କାନ୍ଥ ଲେଜର ସ୍କାନିଂ କରାଯାଇଛି । ଅନୁଧ୍ୟାନ ପରେ ରତ୍ନଭଣ୍ଡାର ମରାମତି କରାଯିବ । ଏଏସ୍‌ଆଇ ସୁପରିଟେଣ୍ଡେଣ୍ଟ ଡି.ବି ଗଡ଼ନାୟକଙ୍କ ସୂଚନା ।

author-image
Manoj Swain

ଜୁଲାଇ ୮ରେ ଖୋଲିବ ରତ୍ନଭଣ୍ଡାର । ରତ୍ନଭଣ୍ଡାର ବାହାର ପାର୍ଶ୍ବ କାନ୍ଥ ଲେଜର ସ୍କାନିଂ କରାଯାଇଛି । ଅନୁଧ୍ୟାନ ପରେ ରତ୍ନଭଣ୍ଡାର ମରାମତି କରାଯିବ । ଏନେଇ ଏଏସ୍‌ଆଇ ସୁପରିଟେଣ୍ଡେଣ୍ଟ ଡି.ବି ଗଡ଼ନାୟକ ସୂଚନା ଦେଇଛନ୍ତି ।

Advertisment
Odisha Puri Ratna Bhandar