୧୩ରୁ ଫେବ୍ରୁଆରୀ ୨୬ ଯାଏଁ ଅଯୋଧ୍ୟାକୁ ଗଡ଼ିବ ବସ୍‌

OSRTC ପକ୍ଷରୁ ହାଇ-ଏଣ୍ଡ ପ୍ରିମିୟମ୍‌ ବସ୍‌ ସେବା ଆରମ୍ଭ ହେବ। ପୁରୀ, ସମ୍ବଲପୁର, ଭବାନୀପାଟଣା, ବ୍ରହ୍ମପୁରରୁ ଏହି ବସ୍‌ ଗୁଡ଼ିକ ଯିବ।

OSRTC

ସରକାରୀ ବସ୍‌(ଫାଇଲ ଫଟୋ)

Manoranjan Sial
  • Published: Wednesday, 08 January 2025
  • Updated: 08 January 2025, 08:28 PM IST

Sports

Latest News

ଜାନୁଆରୀ ୧୩ ତାରିଖରୁ ଉତ୍ତରପ୍ରଦେଶର ପ୍ରୟାଗରାଜରେ ଆରମ୍ଭ ହେବ ମହାକୁମ୍ଭ ମେଳା। ଏହି ମେଳାରେ କୋଟିକୋଟି ଶ୍ରଦ୍ଧାରଳୁ ଯୋଗଦେଇ ଗଙ୍ଗାରେ ବୁଡ ପକାଇବେ। ସେଥିପାଇଁ ପ୍ରଶାସନ ପକ୍ଷରୁ ବ୍ୟପକ ବ୍ୟବସ୍ଥା କରାଯାଇଥିବା ବେଳେ ଏବେଠାରୁ ଭିଡ ଜମିଲାଣି। ଏଥିରେ ସାମିଲ୍‌ ହେବା ପାଇଁ ଓଡ଼ିଶାରୁ ଅଯୋଧ୍ୟାକୁ ଗଡ଼ିବ ସ୍ୱତନ୍ତ୍ର ବସ।

Also Read

OSRTC ପକ୍ଷରୁ ହାଇ-ଏଣ୍ଡ ପ୍ରିମିୟମ୍‌ ବସ୍‌ ସେବା ଆରମ୍ଭ ହେବ। ପୁରୀ, ସମ୍ବଲପୁର, ଭବାନୀପାଟଣା, ବ୍ରହ୍ମପୁରରୁ ଏହି ବସ୍‌ ଗୁଡ଼ିକ ଯିବ। ସ୍ୱତନ୍ତ୍ର ବସ୍‌ ସେବା ଆସନ୍ତା ୧୩ରୁ ଫେବ୍ରୁଆରୀ ୨୬ ପର୍ଯ୍ୟନ୍ତ ଚାଲିବ। OSRTC ୱେବସାଇଟ୍‌, ମୋବାଇଲ୍‌ ଆପ୍‌ରେ ଟିକେଟ ବୁକିଂ କରିହେବ। ଯାତ୍ରୀ ସହାୟତା ପାଇଁ ୨୪ ଘଣ୍ଟିଆ ହେଲ୍‌ପଲାଇନ ବ୍ୟବସ୍ଥା କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story