ଜୋର ଧରୁଛି ଆରଆଇ-ଅମିନ୍ ପରୀକ୍ଷା ବାତିଲ ଦାବି। OSSSCରେ ବ୍ୟାପକ ତ୍ରୁଟି ପରେ ରାଜରାସ୍ତାକୁ ଓହ୍ଲାଇଛନ୍ତି ପରୀକ୍ଷାର୍ଥୀ। ରାଜଧାନୀରେ ହଲ୍ଲାବୋଲ ପରେ ଆଜି କଟକରେ ପ୍ରତିବାଦ କରୁଛନ୍ତି ଆଶାୟୀ। କଟକ ନେତାଜୀ ବସ୍ ଟର୍ମିନାଲ ସ୍ଥିତ ଲାଇବ୍ରେରୀ ସମ୍ମୁଖ କାଠଯୋଡି ନଦୀରେ ଆଡମିଟ୍ କାର୍ଡକୁ ଡଙ୍ଗା କରି ଭସାଇ ପ୍ରତିବାଦ କରିଛନ୍ତି ଆଶାୟୀ। ପରୀକ୍ଷା ବିଭ୍ରାଟ ପ୍ରସଙ୍ଗରେ ଅଯୋଗ୍ୟ ସଂସ୍ଥା SIFYକୁ ପରୀକ୍ଷା ଦାୟିତ୍ବରୁ ନିବୃତି ଏବଂ ତୁରନ୍ତ ରି-ଏକଜାମ୍ କରିବାକୁ ଆଶାୟୀ ଦାବି ରଖିଛନ୍ତି।
Also Read
ସେହିଭଳି ଆଜି ବ୍ରହ୍ମପୁରରେ ବି ଜୋର୍ ଧରିଲା ଆରଆଇ ଓ ଅମିନ ପରୀକ୍ଷା ବାତିଲ୍ ଦାବି । ଟାଉନ୍ ହଲ୍ ନିକଟରେ ଆଡମିଟ୍ କାର୍ଡ ଜାଳିଲେ କିଛି ପରୀକ୍ଷାର୍ଥୀ । ପରୀକ୍ଷା ବାତିଲ୍ ସହ ପୁନଃ ପରୀକ୍ଷା ଦାବିରେ ପ୍ରତିବାଦ ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।
Miscellaneous
ଗଞ୍ଜାମରୁ ବ୍ରହ୍ମଗିରି ଯାଉଥିଲା ୪ କ୍ୱିଣ୍ଟାଲ ଗଞ୍ଜେଇ, ମାଡ଼ି ବସିଲା ଅବକାରୀ ବିଭାଗ
ଏତେ ପରିମାଣର ଗଞ୍ଜେଇ ଗଞ୍ଜାମର ଶେରଗଡ଼ ଅଞ୍ଚଳରୁ ନିରାକାରପୁର ଦେଇ ବ୍ରହ୍ମଗିରି ଯାଉଥିଲା। କିନ୍ତୁ ନରାକରପୁର ଠାରେ ଏହାକୁ ଜବତ କରାଯାଇଛି।
Miscellaneous
କ୍ରିକେଟର ଫାଇନାଲ ମ୍ୟାଚ୍ ନେଲା ଗୋଷ୍ଠୀ ସଂଘର୍ଷର ରୂପ, ବ୍ୟାପକ ଭଙ୍ଗାରୁଜା
ବେଡ଼ାପଡ଼ା ଗାଁରେ ସୁବାସ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା।