ସ୍ବାଧୀନତା ସଂଗ୍ରାମୀ ମାଧୋ ସିଂହଙ୍କୁ ନେଇ ଓ୍ବେବ ଚ୍ୟାନେଲରେ ସୁର ରାଉତରାୟ ଦେଇଥିବା ମନ୍ତ୍ରବ୍ୟକୁ କଡ଼ା ନିନ୍ଦା କଲେ ପଦ୍ମଶ୍ରୀ ହଳଧର ନାଗ। ଶୁଣନ୍ତୁ କ'ଣ କହୁଛନ୍ତି ପଦ୍ମଶ୍ରୀ ହଳଧର ନାଗ ...
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଇଣ୍ଡିଆ ଫୋର୍ବସ ସିଲେକ୍ଟ-୨୦୦ ତାଲିକାରେ ଓଟିଭି
ବିଶ୍ୱର ପ୍ରତିଟି ଓଡ଼ିଆଙ୍କୁ ଭିନ୍ନ ଭିନ୍ନ ପ୍ଲାଟଫର୍ମରେ ଯୋଡ଼ି ପାରିଥିବା ଓଟିଭି ଅନ୍ୟ ସମସାମୟିକଙ୍କଠାରୁ ବହୁ ଆଗରେ। ଓଟିଭିର ପରିଚାଳନା ନିର୍ଦ୍ଦେଶିକା ଜଗି ମଙ୍ଗତ ପଣ୍ଡାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ ଓ ବଳିଷ୍ଠ ମାର୍ଗଦର୍ଶନରେ ଏହି ସଫଳତା ହାସଲ କରିଛି ଓଟିଭି।
Miscellaneous
ସରକାର ଦେଉଛନ୍ତି ୟୁନିଫର୍ମ ଓ ଜୋତା; ପିଲାଙ୍କୁ ମିଳୁନି, ଡମ୍ପିଂୟାର୍ଡକୁ ଯାଉଛି
ଛୋଟ ଛୋଟ ପିଲାଙ୍କୁ ସ୍କୁଲମୁହାଁ କରିବାକୁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି ରାଜ୍ୟ ସରକାର । ସେମାନଙ୍କ ପାଇଁ ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା କରିବାଠୁ ଆରମ୍ଭ କରି ୟୁନିଫର୍ମ ଡ୍ରେସ ଓ ଜୋତା ବି ଯୋଗାଇ ଦେଉଛନ୍ତି। ମାତ୍ର ଏହି ଡ୍ରେସ୍ ଓ ଜୋତା ପିଲାଙ୍କୁ ମିଳିବା ପରିବର୍ତ୍ତେ ଯାଉଛି ଡମ୍ଫିୟାର୍ଡ ।
Miscellaneous
ଜମୁଛି ଛାଡ଼ଖାଇ, ଆମିଷ ବଜାରରେ ପ୍ରବଳ ଭିଡ଼
ଆଜି ରବିବାର ହୋଇଥିବାରୁ ଆମିଷପ୍ରେମୀଙ୍କ ଭିତରେ ପ୍ରବଳ ଆଗ୍ରହ ଦେଖିବାକୁ ମିଳିଛି। ସକାଳୁ ସକାଳୁ ଆମିଷ ବଜାରରେ ଭିଡ଼ ଜମିଛି।
Miscellaneous
ଘରେ ଚାଲିଥିଲା ଶୋକସଭା, ଆସି ପହଞ୍ଚିଲେ ମୃତକ
ନିଖୋଜ ବ୍ୟକ୍ତିଙ୍କର ମୃତଦେହ ଚିହ୍ନଟ କରି ସତ୍କାର କରିଦେଲେ ପରିବାର ଲୋକେ। ନିଜ ଶ୍ରଦ୍ଧାଞ୍ଜଳି ସଭାକୁ ଫେରିଲେ ମୃତକ।
Miscellaneous
ସେନା ଅଫିସରଙ୍କୁ ନିର୍ଯାତନା: ଜାନୁୟାରୀ ୩୧ ପର୍ଯ୍ୟନ୍ତ ବଢ଼ିଲା କମିଶନଙ୍କ କାର୍ଯ୍ୟକାଳ
ରାଜ୍ୟ ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଭରତପୁର ଥାନାରେ ସେନା ଅଫିସର ଓ ଜଣେ ମହିଳାଙ୍କୁ ଦୁର୍ବ୍ୟବହାର ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କୁ ନିଯୁକ୍ତି ଦିଆଯାଇଛି ।