ଆଜି ରାଜ୍ୟ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ମିଳିବ ସମ୍ମାନ ସୂଚକ ସହାୟକ ରାଶି। ସେମାନଙ୍କୁ ମାସିକ ୩୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏନେଇ ଘୋଷଣା କରିଛନ୍ତି।
Also Read
ରାଜ୍ୟରେ ବର୍ତ୍ତମାନ ୫୫ ଜଣ ଜୀବିତ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତି ଅଛନ୍ତି। ସେମାନଙ୍କୁ ମାସକୁ ୩୦ ହଜାର ଟଙ୍କା ଲେଖାଏଁ ସମ୍ମାନ ସୂଚକ ସହାୟକ ରାଶି ପାଇ ପାରିବେ ରାଜ୍ୟ ସରକାର। ଏଥିପାଇଁ ବର୍ଷକୁ ୨ କୋଟି ଟଙ୍କା ଖର୍ଚ୍ଚ ହେବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଘଟଣା ସଂପର୍କରେ ଶୁଣିଲେ ଆପଣ ମୁଣ୍ଡରେ ହାତ ଦେବେ
ସ୍କୁଲରେ ପ୍ରାର୍ଥନା ସରୁ ସରୁ ଶ୍ରେଣୀ ଗୃହକୁ ନ ଯାଇ ସମସ୍ତେ ସିଧା ଚାଲି ଯାଇଥିଲେ ବିଧାୟିକାଙ୍କ ଘରକୁ।
Miscellaneous
ପୂର୍ବତନ ‘ଭୁବନେଶ୍ୱର ମଧ୍ୟ’ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ
ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା।
Miscellaneous
ଜାନୁଆରୀ ୧୮ରୁ ହୀରାକୁଦ ଡ୍ୟାମରେ ବିଦେଶୀ ପକ୍ଷୀ ଗଣନା
ବିଗତ ୫ ବର୍ଷ ମଧ୍ୟରେ ପ୍ରତିବର୍ଷ ପକ୍ଷୀଙ୍କ ସଂଖ୍ୟା ବଢିବାରେ ଲାଗିଛି।
Miscellaneous
ପ୍ରବାସୀ ଭାରତୀୟ ଦିବସ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ଭୁବନେଶ୍ୱରରେ ପଥଉତ୍ସବ ସହ ରାତିରେ ଖୋଲା ରହିବ ମାର୍କେଟ
ଜାନୁଆରୀ ୮ରୁ ୧୦ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ଆୟୋଜନ ହେବ ପ୍ରବାସୀ ଭାରତୀୟ ଦିବସ। ସମାରୋହ ପାଇଁ ଭୁବନେଶ୍ୱର ସହରର ୫୫ଟି ରାସ୍ତାର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜାରି ରହିଛି।
Miscellaneous
ଶ୍ରୀମନ୍ଦିରରେ ଦୁଇ ସେବକ ମାରପିଟ ଘଟଣା, କାରଣ ଦର୍ଶାଅ ନୋଟିସ ପଠାଇଲେ ମୁଖ୍ୟ ପ୍ରଶାସକ
ଗତ ୧୬ ତାରିଖ ଦିନ ମୁକ୍ତିମଣ୍ଡପ ସାମ୍ନାରେ ଅବକାଶ ପାଦୁକା ବଣ୍ଟନକୁ ନେଇ ଉଭୟ ସେବକ ପରସ୍ପରକୁ ଗାଳିଗୁଳଜ କରିବା ସହ ମାରପିଟ୍ କରି ରକ୍ତାକ୍ତ ହୋଇଥିଲେ।