ଇ-କୋର୍ଟ ଯୁଗରେ ସ୍ଥାୟୀ ବେଞ୍ଚ ମହତ୍ୱପୂର୍ଣ୍ଣ ନୁହଁ: କେନ୍ଦ୍ରମନ୍ତ୍ରୀ

ହାଇକୋର୍ଟ ବେଞ୍ଚର ଆବଶ୍ୟକତା ସେତେଟା ମହତ୍ୱପୂର୍ଣ୍ଣ ନୁହେଁ ବୋଲି ବୋଲି ସ୍ପଷ୍ଟ କରିଛନ୍ତି କେନ୍ଦ୍ର ଆଇନ ମନ୍ତ୍ରୀ।

Arjun Meghwal

କେନ୍ଦ୍ର ଆଇନ ମନ୍ତ୍ରୀ

Biswajit Samal
  • Published: Tuesday, 02 January 2024
  • Updated: 02 January 2024, 06:24 PM IST

Sports

Latest News

ହାଇକୋର୍ଟର ନୂଆ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗରେ ସମ୍ପୃକ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କ ସୁପାରିଶ ଆବଶ୍ୟକ। ଏଥିସହିତ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତିଙ୍କ ସହମତି ଦରକାର। ଏହା ପରେ ଯାଇ କେନ୍ଦ୍ର ସରକାର ନୂଆ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ନେଇ ପଦକ୍ଷେପ ଆରମ୍ଭ କରିଥାନ୍ତି।

ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗରେ ଆଜି ଏହା କହିଛନ୍ତି କେନ୍ଦ୍ର ଆଇନ ମନ୍ତ୍ରୀ ଅର୍ଜ୍ଜୁନ ରାମ ମେଘୱାଲ। ଭୁବନେଶ୍ୱର ଗସ୍ତରେ ଆସିଥିବା ବେଳେ ମେଘୱାଲ କହିଛନ୍ତି। ଏବେ ସାରା ଦେଶରେ ‘ଇ-କୋର୍ଟ’ ବ୍ୟବସ୍ଥା ବେଶ୍ ଭଲରେ କାମ କରୁଛି। ଓଡ଼ିଶା ‘ଇ-କୋର୍ଟ’ ବ୍ୟବସ୍ଥା କାର୍ଯ୍ୟକାରୀରେ ଆଗରେ ରହିଛି। ଜିଲ୍ଲା ସ୍ତରରେ ଭର୍ଚୁଆଲରେ ସବୁ ସୁବିଧା ମିଳୁଛି ଯାହା ହାଇକୋର୍ଟ ବେଞ୍ଚ ସହ ସମାନ। ତେଣୁ ଏବେ ହାଇକୋର୍ଟ ବେଞ୍ଚର ଆବଶ୍ୟକତା ସେତେଟା ମହତ୍ୱପୂର୍ଣ୍ଣ ନୁହେଁ ବୋଲି ବୋଲି ସ୍ପଷ୍ଟ କରିଛନ୍ତି କେନ୍ଦ୍ର ଆଇନ ମନ୍ତ୍ରୀ।

Also Read

ସେପଟେ ବିଜେଡି ଏହାକୁ ନେଇ ମତ ରଖିଛି। ବରିଷ୍ଠ ନେତା ତଥା ବିଜେଡି ଉପସଭାପତି ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି, ହାଇକୋର୍ଟ ବେଞ୍ଚ ସବୁବେଳେ ପଶ୍ଚିମ ଓଡ଼ିଶାର ଦାବି। ଆଶା କରୁଛୁ କେନ୍ଦ୍ର ସରକାର ଲକ୍ଷ ଲକ୍ଷ ପଶ୍ଚିମ ଓଡ଼ିଶା ବାସୀଙ୍କର ଆଶାକୁ ପୂରଣ କରିବେ ବୋଲି
ସେ ଦୋହରାଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story