ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ମୋଦି

ବିଶାଖାପାଟଣାରୁ ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଂଚିବା ପରେ ତାଙ୍କୁ ବିମାନ ବନ୍ଦରରେ ରାଜ୍ୟପାଳ ହରିବାବୁ କମ୍ଭମପତି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଅନ୍ୟମାନେ ତାଙ୍କୁ ସ୍ୱାଗତ କରିଥିଲେ ।

Modi

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

Jitendra Garnayak
  • Published: Wednesday, 08 January 2025
  • Updated: 08 January 2025, 09:18 PM IST

Sports

Latest News

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଂଚିଛନ୍ତି । ଆସନ୍ତାକାଲି ସେ ଜନତା ମଇଦାନଠାରେ ପ୍ରବାସୀ ଭାରତୀୟ ଦିବସ ସମାରୋହକୁ ଉଦଘାଟନ କରିବେ ।

Also Read

ବିଶାଖାପାଟଣାରୁ ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଂଚିବା ପରେ ତାଙ୍କୁ ବିମାନ ବନ୍ଦରରେ ରାଜ୍ୟପାଳ ହରିବାବୁ କମ୍ଭମପତି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଅନ୍ୟମାନେ ତାଙ୍କୁ ସ୍ୱାଗତ କରିଥିଲେ । ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଦେଖିବା ପାଇଁ ବିଜୁପଟ୍ଟନାୟକ ବିମାନ ବନ୍ଦରରୁ ରାଜଭବନ ପର୍ଯ୍ୟନ୍ତ ରାସ୍ତା ପାଶ୍ୱର୍ରେ ହଜାର ହଜାର ଲୋକଙ୍କ ଭିଡ଼ ଜମିଥିଲା । ବିମାନ ବନ୍ଦର ନିକଟରେ ପାରମ୍ପରିକ ବାଦ୍ୟଯନ୍ତ୍ର ଓ ପାରମ୍ପରିକ ନୃତ୍ୟ ସହ ମୋଦି ମୋଦି ନାରାରେ କମ୍ପୁଥିବାର ଦେଖିବାକୁ ମିଳିଛି । ରାସ୍ତା ପାର୍ଶ୍ୱରେ ଅପେକ୍ଷାରତ ସାଧାରଣ ଲୋକଙ୍କୁ ମଧ୍ୟ ପ୍ରଧାନମନ୍ତ୍ରୀ ମୋଦି ହାତ ହଲାଇ ସେମାନଙ୍କ ଉତ୍ସାହିତ କରିଥିଲେ । ପ୍ରଧାନମନ୍ତ୍ରୀ ବିମାନ ବନ୍ଦରରୁ ସିଧାସଳଖ ରାଜଭବନ ଯାଇଛନ୍ତି । ସେଠାରେ ରାତ୍ରିଯାପନ କରିବେ । ଆଜି ପ୍ରଧାନମନ୍ତ୍ରୀଙ୍କର ଅନ୍ୟ କୌଣସି କାର୍ଯ୍ୟକ୍ରମ ରହିନାହିଁ ।

ସୂଚନା ଅନୁସାରେ ଆସନ୍ତାକାଲି ପ୍ରଧାନମନ୍ତ୍ରୀ ମୋଦି ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମାରୋହକୁ ଉଦଘାଟନ କରିବା ସହ ପ୍ରବାସୀଙ୍କ ସହ କିଛି ସମୟ ବିତାଇ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story