Advertisment

୨୫ ଲକ୍ଷ ୧୧ଜଣଙ୍କ ଖାତାକୁ ଗଲା ସୁଭଦ୍ରା ଟଙ୍କା

ଆଜି ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ୧୧ଜଣ ମହିଳାଙ୍କୁ ମିଳିଛି ସୁଭଦ୍ରାର ପ୍ରଥମ କିସ୍ତି ।

author-image
Manoj Swain

ଆଜି ଜନତା ମୈଦାନରେ ବହୁ ପ୍ରତୀକ୍ଷିତ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଆଜି ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ୧୧ଜଣ ମହିଳାଙ୍କୁ ମିଳିଛି ସୁଭଦ୍ରାର ପ୍ରଥମ କିସ୍ତି । ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କଣ କହିଛନ୍ତି ଶୁଣନ୍ତୁ ।

Advertisment
Odisha Subhadra Yojana