Advertisment

ୱାୟନାଡରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ପ୍ରଥମେ ଆକାଶମାର୍ଗରୁ ଭୂସ୍ଖଳନ ଉତ୍ପତ୍ତି ସ୍ଥଳ ଓ ଧ୍ୱସ୍ତବିଧ୍ୱସ୍ତ ଅଞ୍ଚଳ ବୁଲି ଦେଖିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପରେ ଧ୍ୱଂସସ୍ତୁପ ପାଲଟିଥିବା ପୁଞ୍ଚୁରି ମାଟମ୍, ମୁଣ୍ଡାକାଇ ଓ ଚୁରୁଲମାଲା ଯାଇ ସ୍ଥିତି ପରଖିଥିଲେ ପ୍ରଧାନମନ୍ତ୍ରୀ।

author-image
Jitendra Garnayak
PM

PM

Wayanad Landslide