ପଶ୍ଚିମବଙ୍ଗ ସରକାରଙ୍କୁ ପାନେ ଦେବା ପାଇଁ ୨୦୧୫ ମସିହାରେ ଓଡ଼ିଶା ସରକାର ଗଢ଼ିଥିଲେ ‘ଆଳୁ ମିଶନ୍’। ଓଡ଼ିଶାରେ ଆଳୁ ଉତ୍ପାଦନ ବୃଦ୍ଧି ଓ ପଶ୍ଚିମବଙ୍ଗ ଉପରେ ନିର୍ଭତା କମ୍ କରିବା ପାଇଁ ବିଜେଡି ସରକାର ଏହି ଯୋଜନା କାର୍ଯ୍ୟକାରୀ କରିଥିଲେ। ଏଥିପାଇଁ ୧୩୦ କୋଟି ଟଙ୍କାର ବ୍ୟୟବରାଦ କରିଥିଲେ। ସେହି ଅର୍ଥରେ କୃଷି ମନ୍ତ୍ରୀ ଓ କିଛି ଅଧିକାରୀ ଦକ୍ଷିଣ ଆମେରିକାରର ‘ପେରୁ’ରେ ଥିବା ୱାର୍ଲଡ୍ ପଟାଟୋ ସେଣ୍ଟର ବୁଲି ଆସିଥିଲେ। ତଥାପି ଓଡ଼ିଶାରେ ଫେଲ୍ ମାରିଲା ଆଳୁ ମିଶନ୍। ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।
Miscellaneous
ଗଞ୍ଜାମରୁ ବ୍ରହ୍ମଗିରି ଯାଉଥିଲା ୪ କ୍ୱିଣ୍ଟାଲ ଗଞ୍ଜେଇ, ମାଡ଼ି ବସିଲା ଅବକାରୀ ବିଭାଗ
ଏତେ ପରିମାଣର ଗଞ୍ଜେଇ ଗଞ୍ଜାମର ଶେରଗଡ଼ ଅଞ୍ଚଳରୁ ନିରାକାରପୁର ଦେଇ ବ୍ରହ୍ମଗିରି ଯାଉଥିଲା। କିନ୍ତୁ ନରାକରପୁର ଠାରେ ଏହାକୁ ଜବତ କରାଯାଇଛି।
Miscellaneous
କ୍ରିକେଟର ଫାଇନାଲ ମ୍ୟାଚ୍ ନେଲା ଗୋଷ୍ଠୀ ସଂଘର୍ଷର ରୂପ, ବ୍ୟାପକ ଭଙ୍ଗାରୁଜା
ବେଡ଼ାପଡ଼ା ଗାଁରେ ସୁବାସ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା।