ନାଫେଡ୍ ଯୋଗାଇବ ଆଳୁ, ଖାଉଟିଙ୍କୁ କିଲୋ ୩୦ଟଙ୍କାରେ ମିଳିବ

ରାଜ୍ୟରେ ଆଳୁ ସଙ୍କଟକୁ ନେଇ ଖାଉଟିଙ୍କ ମଧ୍ୟରେ ବଢୁଥିବା ଅସନ୍ତୋଷକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ନାଫେଡ୍ ମାଧ୍ୟମରେ ଆଳୁ ଆଣିବାକୁ ନିଷତ୍ତି ନେଇଛନ୍ତି ।

Potato

Representational Image

Jitendra Garnayak
  • Published: Thursday, 08 August 2024
  • Updated: 08 August 2024, 09:32 PM IST

Sports

Latest News

ରାଜ୍ୟରେ ଆଳୁ ସଙ୍କଟ ଦୂର କରିବା ପାଇଁ ରାଜ୍ୟ ସରକାର ଆଜି ବିଧିବଦ୍ଧ ନିଷ୍ପତ୍ତି ନେଇଛନ୍ତି । ନାଫେଡ୍ ମାଧ୍ୟମରେ ରାଜ୍ୟ ସରକାର ଆଳୁ କିଣିବେ ଓ ଖାଉଟିଙ୍କୁ ଏଣିକି ଆଳୁ ୩୦ଟଙ୍କା ଦରରେ ଯୋଗାଇ ଦିଆଯିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି ।

ରାଜ୍ୟରେ ଆଳୁ ସଙ୍କଟକୁ ନେଇ ଖାଉଟିଙ୍କ ମଧ୍ୟରେ ବଢୁଥିବା ଅସନ୍ତୋଷକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ନାଫେଡ୍ ମାଧ୍ୟମରେ ଆଳୁ ଆଣିବାକୁ ନିଷତ୍ତି ନେଇଛନ୍ତି । ପ୍ରଥମ ପର୍ଯ୍ୟାୟରେ ୩ଶହ ମେଟ୍ରିକ ଟନ୍ ଆଳୁ ପାଇଁ ନାଫେଡକୁ ମଧ୍ୟ ଅର୍ଡର ଦିଆଯାଇଛି ।  ନାଫେଡ୍ ମାଧ୍ୟମରେ ଉତ୍ତରପ୍ରଦେଶରୁ ଏହି ଆଳୁ ଅଣାଯିବ । ଆସନ୍ତା ସପ୍ତାହକ ମଧ୍ୟରେ ରାଜ୍ୟରେ ଏହି ଆଳୁ ଉପଲବ୍ଧ ହେବ ।

Also Read

ମନ୍ତ୍ରୀ ଶ୍ରୀ ପାତ୍ର କହିଛନ୍ତି ଯେ, ନାଫେଡ୍ ମାଧ୍ୟମରେ ସରକାର ଆଳୁ କିଣି ଖାଉଟିଙ୍କୁ ସୁଲଭ ଦରରେ ଯୋଗାଇବେ । ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱର, କଟକ, ରାଉରକେଲା, ସମ୍ବଲପୁର ଓ ବ୍ରହ୍ମପୁରରେ ଥିବା ସରକାରୀ ଖୁଚୁରା ଦେକାନଗୁଡ଼ିକରେ ଏହି ଆଳୁ ଉପଲବ୍ଧ ହେବ । ଏହି ଆଳୁ ନିର୍ଦ୍ଧାରିତ ଦରରେ ବିକ୍ରି ପାଇଁ ମଧ୍ୟ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ମନ୍ତ୍ରୀ ଶ୍ରୀ ପାତ୍ର ଆଜି ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନାଯୋଗ୍ୟ, ରାଜ୍ୟ ସରକାରଙ୍କ ସମାଧାନର ପ୍ରତିଶ୍ରୁତି ସତ୍ତ୍ୱେ ଗତ ଏକ ସପ୍ତାହ ଧରି ରାଜ୍ୟରେ ଆଳୁ ସଙ୍କଟ ଲାଗି ରହିଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story