ଟ୍ରାକ୍ ଉପରେ ଛିଡ଼ି ପଡ଼ିଲା ବିଦ୍ୟୁତ୍‌ ତାର; ୨ ଘଣ୍ଟା ପରେ ସ୍ୱାଭାବିକ ହେଲା ଟ୍ରେନ ଚଳାଚଳ

ଆଜି ସକାଳେ ବାଇଗୁଡ଼ା-କାକେରିଗୁମ୍ମା ରେଲୱେ ଟ୍ରାକ ଉପରେ ଓଭର ହେଡ୍‌ ଇଲେକ୍ଟ୍ରିକ ତାର ଛିଡ଼ି ପଡ଼ିଥିଲା।

Train PhotoOR

ଟ୍ରେନ ଚଳାଚଳ ସ୍ୱାଭାବିକ ହୋଇଛି

Tapaswini Nayak
  • Published: Thursday, 10 October 2024
  • Updated: 10 October 2024, 10:17 AM IST

Sports

Latest News

ଟ୍ରାକରେ ଛିଡି ପଡ଼ିଲା ଓଭର ହେଡ୍‌ ଇଲେକ୍ଟ୍ରିକ ତାର। ମରାମତି କରାଯିବାର ୨ ଘଣ୍ଟା ପରେ ସ୍ୱାଭାବିକ ହୋଇଛି ଟ୍ରେନ ଚଳାଚଳ। ଫଳରେ ଯାତ୍ରୀମାନେ ନିଜର ଗନ୍ତବ୍ୟ ସ୍ଥଳକୁ ଯାଇପାରିଛନ୍ତି। 

ଆଜି ସକାଳେ ବାଇଗୁଡ଼ା-କାକେରିଗୁମ୍ମା ରେଲୱେ ଟ୍ରାକ୍ ଉପରେ ଓଭର ହେଡ୍‌ ଇଲେକ୍ଟ୍ରିକ ତାର ଛିଡ଼ି ପଡ଼ିଥିଲା। ଏଥିଯୋଗୁ ଟ୍ରେନ୍‌ ଚଳାଚଳ ବ୍ୟାହତ ହୋଇଥିଲା। ଫଳରେ ସେହି ରୁଟ୍ ଦେଇଯିବାକୁ ଥିବା ରାଉରକେଲା ଇଣ୍ଟରସିଟି ଲକ୍ଷ୍ମୀପୁରରେ ଅଟକି ରହିଥିଲା। ମରାମତି ପରେ ୨ ଘଣ୍ଟା ବିଳମ୍ବରେ ନିଜର ଗନ୍ତବ୍ୟ ସ୍ଥଳରେ ପହଞ୍ଚିଛି ଟ୍ରେନ। ସେହିପରି  ହୀରଖଣ୍ଡ ଏକ୍ସପ୍ରେସ୍ ବି ୨ଘଣ୍ଟା ବିଳମ୍ବରେ ପହଞ୍ଚିଥିବା ବେଳେ ସମେଲେଶ୍ୱରୀ ଓ DMU

Also Read

ଅଢେଇ ଘଣ୍ଟା ବିଳମ୍ବରେ କୋରାପୁଟ ଛାଡ଼ିଛି।

 ରେଳ ଚଳାଚଳ ବାଧାପ୍ରାପ୍ତ ହେବା ଯୋଗୁ ଯାତ୍ରୀମାନେ ବିଭିନ୍ନ ଅସୁବିଧାରେ ସମ୍ମୁଖୀନ ହୋଇଥିଲେ। ରେଳ ବିଭାଗ କର୍ମଚାରୀ ଓ ଟେକ୍ନିସିଆନ ଟିମ୍ ପହଞ୍ଚି ମରାମତି କରିବା ପରେ ଟ୍ରେନ୍ ଚଳାଚଳ ସ୍ୱାଭାବିକ ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story