ବାଦାମପାହାଡ଼ରୁ ଗଡ଼ିଲା ଟ୍ରେନ

ବାଦାମପାହାଡ଼ ଷ୍ଟେସନରୁ ୩ଟି ଟ୍ରେନର ଶୁଭାରମ୍ଭ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୨ଟି ଏକ୍ସପ୍ରେସ ଓ ଗୋଟିଏ ମେମୁ ଟ୍ରେନ୍‌ର ଶୁଭାରମ୍ଭ। ସବୁଜ ପତାକା ଦେଖାଇ ଶୁଭାରମ୍ଭ କଲେ ରାଷ୍ଟ୍ରପତି।

Manoj Swain
  • Published: Tuesday, 21 November 2023
  • Updated: 21 November 2023, 01:20 PM IST

Sports

Latest News

ବାଦାମପାହାଡ଼ ଷ୍ଟେସନରୁ ୩ଟି ଟ୍ରେନର ଶୁଭାରମ୍ଭ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୨ଟି ଏକ୍ସପ୍ରେସ ଓ ଗୋଟିଏ ମେମୁ ଟ୍ରେନ୍‌ର ଶୁଭାରମ୍ଭ। ସବୁଜ ପତାକା ଦେଖାଇ ଶୁଭାରମ୍ଭ କଲେ ରାଷ୍ଟ୍ରପତି। ସମାରୋହରେ ରାଜ୍ୟପାଳ ରଘୁବର ଦାସ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାମିଲ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos