ବାଦାମପାହାଡ଼ରୁ ଗଡ଼ିଲା ଟ୍ରେନ୍ |King Inaugurates Tatanagar-Badampahad MEMU, Rides with kids to Rairangpur
Advertisment
ବାଦାମପାହାଡ଼ ଷ୍ଟେସନରୁ ୩ଟି ଟ୍ରେନର ଶୁଭାରମ୍ଭ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୨ଟି ଏକ୍ସପ୍ରେସ ଓ ଗୋଟିଏ ମେମୁ ଟ୍ରେନ୍ର ଶୁଭାରମ୍ଭ। ସବୁଜ ପତାକା ଦେଖାଇ ଶୁଭାରମ୍ଭ କଲେ ରାଷ୍ଟ୍ରପତି। ସମାରୋହରେ ରାଜ୍ୟପାଳ ରଘୁବର ଦାସ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାମିଲ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us