ଆସନ୍ତା ୨୭ ତାରିଖରେ ପୁଣି ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ପାରାଦୀପରେ ହେବାକୁ ଥିବା ବୋଇତ ବନ୍ଦାଣ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି। ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମ ପାଇଁ ଚାଲିଛି ପ୍ରସ୍ତୁତି।
Also Read
ଆଜି ଗୋପବନ୍ଧୁ ଷ୍ଟାଡିୟମ ନିକଟ ହେଲିପ୍ୟାଡରେ ସେନା ହେଲିକପ୍ଟର ମକଡ୍ରିଲ୍ କରିଛି। କେନ୍ଦ୍ରାଞ୍ଚଳ ଆଇଜି ଆଶିଷ କୁମାର ସିଂ ଆଜି ମଧ୍ୟ ପାରାଦୀପରେ ସୁରକ୍ଷା ବ୍ୟବସ୍ଥା ନେଇ ଆଲୋଚନା ସହ ସମୀକ୍ଷା କରିଛନ୍ତି। ଆଜି ଓ ଆସନ୍ତାକାଲି ସ୍ପଟ୍ ରିହର୍ସଲ କରିବ ପୁଲିସ। ହେଲିପ୍ୟାଡରୁ ବୋଇତ ବନ୍ଦାଣ କାର୍ଯ୍ୟକ୍ରମସ୍ଥଳ ପର୍ଯ୍ୟନ୍ତ ମୁତୟନ ରହିବେ ପୁଲିସ ଫୋର୍ସ। ଏସପିଙ୍କ ସମେତ ୫ କମାଣ୍ଡାଣ୍ଟ ରାଙ୍କ ଅଫିସର, ୧୩ ଡିଏସପି ଓ ୩୦ ପ୍ଲାଟୁନ ଫୋର୍ସ ମୁତୟନ ରହିବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।
Miscellaneous
ଗଞ୍ଜାମରୁ ବ୍ରହ୍ମଗିରି ଯାଉଥିଲା ୪ କ୍ୱିଣ୍ଟାଲ ଗଞ୍ଜେଇ, ମାଡ଼ି ବସିଲା ଅବକାରୀ ବିଭାଗ
ଏତେ ପରିମାଣର ଗଞ୍ଜେଇ ଗଞ୍ଜାମର ଶେରଗଡ଼ ଅଞ୍ଚଳରୁ ନିରାକାରପୁର ଦେଇ ବ୍ରହ୍ମଗିରି ଯାଉଥିଲା। କିନ୍ତୁ ନରାକରପୁର ଠାରେ ଏହାକୁ ଜବତ କରାଯାଇଛି।
Miscellaneous
କ୍ରିକେଟର ଫାଇନାଲ ମ୍ୟାଚ୍ ନେଲା ଗୋଷ୍ଠୀ ସଂଘର୍ଷର ରୂପ, ବ୍ୟାପକ ଭଙ୍ଗାରୁଜା
ବେଡ଼ାପଡ଼ା ଗାଁରେ ସୁବାସ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା।