/odisha-reporter/media/post_attachments/uploadimage/library/16_9/16_9_0/IMAGE_1699539139.jpg)
Droupadi Murmu
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନଭେମ୍ବର ୨୭ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ। ରାଷ୍ଟ୍ରପତିଙ୍କ ଏହି ଗସ୍ତ ନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ସ୍ପଷ୍ଟ କରାଯାଇଛି।
Advertisment
ପାରାଦୀପ ବନ୍ଦର ପକ୍ଷରୁ ହେବାକୁ ଥିବା ବୋଇତ ବନ୍ଦାଣ ଉତ୍ସବରେ ରାଷ୍ଟ୍ରପତି ଯୋଗ ଦେବେ। ଦିନ ୧୦ଟାରୁ ୧୨ଟା ୩୦ ମଧ୍ୟରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
