Advertisment

୨୭ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି

ରାଷ୍ଟ୍ରପତିଙ୍କ ଏହି ଗସ୍ତ ନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ସ୍ପଷ୍ଟ କରାଯାଇଛି।

ଅଦ୍ୟତନ ହୋଇଛି
Droupadi Murmu

Droupadi Murmu

Advertisment

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନଭେମ୍ବର ୨୭ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ। ରାଷ୍ଟ୍ରପତିଙ୍କ ଏହି ଗସ୍ତ ନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ସ୍ପଷ୍ଟ କରାଯାଇଛି।

Advertisment

ପାରାଦୀପ ବନ୍ଦର ପକ୍ଷରୁ ହେବାକୁ ଥିବା ବୋଇତ ବନ୍ଦାଣ ଉତ୍ସବରେ ରାଷ୍ଟ୍ରପତି ଯୋଗ ଦେବେ। ଦିନ ୧୦ଟାରୁ ୧୨ଟା ୩୦ ମଧ୍ୟରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।  

Droupadi Murmu
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe