Advertisment

ଆସନ୍ତାକାଲିଠୁ ସାରା ରାଜ୍ୟରେ ଘରୋଇ ବସ୍ ଧର୍ମଘଟ

ଆସନ୍ତାକାଲିଠୁ ସାରା ରାଜ୍ୟରେ ଘରୋଇ ବସ୍ ଧର୍ମଘଟ। ରାଜ୍ୟ ସରକାରଙ୍କ ଲକ୍ଷ୍ମୀ ବସ୍ ଚଳାଚଳକୁ ବିରୋଧ କରି ପୁଣି ଆନ୍ଦୋଳନକୁ ଓହ୍ଲାଇବାକୁ ନିଷ୍ପତ୍ତି ନେଇଛି ରାଜ୍ୟ ଘରୋଇ ବସ୍ ମାଲିକ ସଂଘ।

author-image
Manoj Swain

ଆସନ୍ତାକାଲିଠୁ ସାରା ରାଜ୍ୟରେ ଘରୋଇ ବସ୍ ଧର୍ମଘଟ। ରାଜ୍ୟ ସରକାରଙ୍କ ଲକ୍ଷ୍ମୀ ବସ୍ ଚଳାଚଳକୁ ବିରୋଧ କରି ପୁଣି ଆନ୍ଦୋଳନକୁ ଓହ୍ଲାଇବାକୁ ନିଷ୍ପତ୍ତି ନେଇଛି ରାଜ୍ୟ ଘରୋଇ ବସ୍ ମାଲିକ ସଂଘ। ଭୁବନେଶ୍ୱରରେ ସଂଘର ସାଧାରଣ ପରିଷଦ ବୈଠକରେ ଏ ନେଇ ଘୋଷଣା କରାଯାଇଛି। ସଂଘ ପକ୍ଷରୁ କୁହାଯାଇଛି ଯେ, ଗତ ୧୦ ତାରିଖରେ ସରକାରଙ୍କ ସହ ହୋଇଥିବା ଆଲୋଚନା ଅନୁସାରେ ସରକାର ଆମ ପ୍ରତିଶ୍ରୁତି ରକ୍ଷା କରି ନାହାନ୍ତି। ଲକ୍ଷ୍ମୀ ବସକୁ ବ୍ଲକ ସ୍ତରରେ ସୀମିତ ରଖି ଜିଲ୍ଲା

Advertisment
Odisha Bus Strike