ଆସନ୍ତାକାଲିଠୁ ସାରା ରାଜ୍ୟରେ ଘରୋଇ ବସ୍ ଧର୍ମଘଟ। ରାଜ୍ୟ ସରକାରଙ୍କ ଲକ୍ଷ୍ମୀ ବସ୍ ଚଳାଚଳକୁ ବିରୋଧ କରି ପୁଣି ଆନ୍ଦୋଳନକୁ ଓହ୍ଲାଇବାକୁ ନିଷ୍ପତ୍ତି ନେଇଛି ରାଜ୍ୟ ଘରୋଇ ବସ୍ ମାଲିକ ସଂଘ। ଭୁବନେଶ୍ୱରରେ ସଂଘର ସାଧାରଣ ପରିଷଦ ବୈଠକରେ ଏ ନେଇ ଘୋଷଣା କରାଯାଇଛି। ସଂଘ ପକ୍ଷରୁ କୁହାଯାଇଛି ଯେ, ଗତ ୧୦ ତାରିଖରେ ସରକାରଙ୍କ ସହ ହୋଇଥିବା ଆଲୋଚନା ଅନୁସାରେ ସରକାର ଆମ ପ୍ରତିଶ୍ରୁତି ରକ୍ଷା କରି ନାହାନ୍ତି। ଲକ୍ଷ୍ମୀ ବସକୁ ବ୍ଲକ ସ୍ତରରେ ସୀମିତ ରଖି ଜିଲ୍ଲା