ମରୁଭୂମିରେ ବନ୍ୟା। ଏକଥା ଶୁଣିଲେ ଆପଣ ଆଶ୍ଚର୍ଯ୍ୟ ହେଉଥିବେ। ହେଲେ ଏହା ସତ। ବିଶ୍ବର ସର୍ବବୃହତ୍ ମରୁଭୂମିରେ ବନ୍ୟା। ହେଲେ ଏହା କିଭଳି ସମ୍ଭବ ହେଲା ? କେବେ ବର୍ଷା ଅସରାଏ ଦେଖିନଥିବା ଏ ଶୁଷ୍କ ଅଞ୍ଚଳରେ କେଉଁଠୁ ଆସିଲା ଏତେ ପାଣି ? ଦେଖନ୍ତୁ ପୂରା ରିପୋର୍ଟ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ରାଜ୍ୟରେ ୫୦ବର୍ଷର ରାସ୍ତା ନିର୍ମାଣର ଆବଶ୍ୟକତାକୁ ଦୃଷ୍ଟିରୁ ରଖି ପ୍ରସ୍ତୁତ ହେବ ସ୍ୱତନ୍ତ୍ର ସଡ଼କ ନୀତି: ପୂର୍ତ୍ତ ମନ୍ତ୍ରୀ
୨୦୨୯ ମସିହା ସୁଦ୍ଧା ୧୦୦ଜନସଂଖ୍ୟା ବିଶିଷ୍ଟ ଗାଁକୁ ସବୁଦିନିଆ ରାସ୍ତା ନିର୍ମାଣକୁ ସୁନିଶ୍ଚିତ କରିବା ସହ ଉତ୍ତମ ମାନବସମ୍ବଳ ଅଭାବ ପୂରଣ ଓ ନିର୍ମାଣ ସମୟରେ ଆଧୁନିକ ଜ୍ଞାନକୌଶଳର ଉପଯୋଗ ନିମନ୍ତେ ବୈଠକରେ ଆଲୋଚନା ହୋଇଥିଲା ।
Miscellaneous
ବାଲିଯାତ୍ରାରେ ପ୍ରଶଂସା ସାଉଣ୍ଟୁଛି ପୁରୁଣା ଜାତୀୟ ପୁରସ୍କାରପ୍ରାପ୍ତ ଓଡ଼ିଆ ଚଳଚ୍ଚିତ୍ର
ରଙ୍ଗୀନ ଆଲୁଅରେ ଚକମକ କରୁଛି କଳା ଧଳା ଚଳଚ୍ଚିତ୍ର। ଓଡ଼ିଶାର କଳା ସଂସ୍କୃତି ଓ ପରମ୍ପରାର ବାର୍ତ୍ତାବହ, ଓଡ଼ିଆ ଅସ୍ମିତାର କିଛି ଶ୍ରେଷ୍ଠ ନିଦର୍ଶନ। ସୀତା ବିବାହ, ହୀରା ଲିଳା, ଗପ ହେଲେ ବି ସତ, ଚିହ୍ନା ଅଚିହ୍ନା ପରି ପୁରୁଣା ତଥା ଜାତୀୟ ପୁରସ୍କାର ପ୍ରାପ୍ତ ଚଳଚ୍ଚିତ୍ରର ଲାଗିଛି ସମ୍ଭାର।
Miscellaneous
ମହାପ୍ରଭୁ ଜଗନ୍ନାଥଙ୍କ ଜମି ଜାଲିଆତି ନେଇ ଥାନାରେ ଏତଲା
ମୋଟ ୧୦୯ଟି ପ୍ଲଟକୁ ବେଆଇନ୍ ଭାବେ ହାତେଇବା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଥିବା ବେଳେ ଏହାକୁ କଦାପି ବରଦାସ୍ତ କରାଯିବନି ବୋଲି ଶ୍ରୀମନ୍ଦିର ପ୍ରଶାସନ କହିଛି।
Miscellaneous
ଘୁଷୁରିକୁ ମାରି ଖାଇଲା ବାଘୁଣୀ 'ଜିନତ୍'
ଗତକାଲି ରାତି ପ୍ରାୟ ୧୦ଟାରେ ଏନକ୍ଲୋଜରରେ ଏକ ଘୁଷୁରିକୁ ଶିକାର କରି ଖାଇଛି।
Miscellaneous
ଆଜିଠୁ ଭକ୍ତଙ୍କ ପାଇଁ ପୁଣି ଖୋଲିଲା ଶ୍ରୀମନ୍ଦିରର ୪ ଦ୍ୱାର
ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁସାରେ- ଆଜିଠୁ ୪ ଦ୍ୱାର ଦେଇ ସାଧାରଣ ଦର୍ଶନାର୍ଥୀ ପ୍ରବେଶ କରିବେ, କିନ୍ତୁ ୩ ଦ୍ୱାର ଦେଇ ପ୍ରସ୍ଥାନ କରିବେ।