ରତ୍ନଭଣ୍ଡାରର ରହସ୍ୟ ଜାଣିବାକୁ ରାଜ୍ୟବାସୀ ଖୁବ୍ ବ୍ୟଗ୍ର ଥିବା ବେଳେ ଖୁବ୍ ଶୀଘ୍ର ଏହା ଉପରୁ ଉଠିବ ପରଦା। ଆସନ୍ତା ଜୁଲାଇ ୮ରେ ଖୋଲାଯିବ ରତ୍ନଭଣ୍ଡାର । ଏଏସ୍ଆଇ ସୁପରିଟେଣ୍ଡେଣ୍ଟ ଡି.ବି ଗଡ଼ନାୟକ ଏହି ସୂଚନା ଦେଇଛନ୍ତି।
ରତ୍ନଭଣ୍ଡାର ବାହାର ପାର୍ଶ୍ୱ କାନ୍ଥ ଲେଜର ସ୍କାନିଂ କରାଯାଇଛି । ସ୍କାନିଂରେ କ୍ରାକ୍ ଥିବା ଜଣାପଡିଛି, ପାଣି ଜକଉ ଥାଇପାରେ । ଏହାକୁ ଖୋଲାଯାଇ ଅନୁଧ୍ୟାନ ପରେ ରତ୍ନଭଣ୍ଡାର ମରାମତି କରାଯିବ ।
Also Read
ଏନେଇ ଏଏସ୍ଆଇ କହିଛନ୍ତି, ୮ ତାରିଖରେ ରତ୍ନ ଭଣ୍ଡାର ଖୋଲାଯିବା ନିମନ୍ତେ ନିଷ୍ପତ୍ତି ନିଅଯାଇଛି। କୋର କମିଟି, ଟେକନିକାଲ କମିଟି ଉପସ୍ଥିତିରେ ଏହାକୁ ଖୋଲାଯିବ ।
୨୦୧୮ ମସିହାରେ ଆସିଥିବା ରିପୋର୍ଟରେ ଦେଖା ଯାଇଥିଲା କିଛି ସ୍ଥାନରେ କ୍ରାକ୍ ତଥା ଭଙ୍ଗାରୁଜା ରହିଛି। ଲେଜର ସ୍କାନିଂ ରିପୋର୍ଟରେ ବି ଏହା ସ୍ପଷ୍ଟ ହୋଇଛି। ତେଣୁ ଉକ୍ତ କ୍ରାକ୍ ଦେଇ ପାଣି ଭିତରକୁ ଯାଉଥିବ। ତେଣୁ ତୁରନ୍ତ ଆବଶ୍ୟକତା ଅନୁଯାୟୀ ମରାମତି କରାଯିବ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Miscellaneous
ଘଟଣା ସଂପର୍କରେ ଶୁଣିଲେ ଆପଣ ମୁଣ୍ଡରେ ହାତ ଦେବେ
ସ୍କୁଲରେ ପ୍ରାର୍ଥନା ସରୁ ସରୁ ଶ୍ରେଣୀ ଗୃହକୁ ନ ଯାଇ ସମସ୍ତେ ସିଧା ଚାଲି ଯାଇଥିଲେ ବିଧାୟିକାଙ୍କ ଘରକୁ।
Miscellaneous
ପୂର୍ବତନ ‘ଭୁବନେଶ୍ୱର ମଧ୍ୟ’ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ
ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା।
Miscellaneous
ଜାନୁଆରୀ ୧୮ରୁ ହୀରାକୁଦ ଡ୍ୟାମରେ ବିଦେଶୀ ପକ୍ଷୀ ଗଣନା
ବିଗତ ୫ ବର୍ଷ ମଧ୍ୟରେ ପ୍ରତିବର୍ଷ ପକ୍ଷୀଙ୍କ ସଂଖ୍ୟା ବଢିବାରେ ଲାଗିଛି।
Miscellaneous
ପ୍ରବାସୀ ଭାରତୀୟ ଦିବସ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ଭୁବନେଶ୍ୱରରେ ପଥଉତ୍ସବ ସହ ରାତିରେ ଖୋଲା ରହିବ ମାର୍କେଟ
ଜାନୁଆରୀ ୮ରୁ ୧୦ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ଆୟୋଜନ ହେବ ପ୍ରବାସୀ ଭାରତୀୟ ଦିବସ। ସମାରୋହ ପାଇଁ ଭୁବନେଶ୍ୱର ସହରର ୫୫ଟି ରାସ୍ତାର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜାରି ରହିଛି।