Advertisment

ରତ୍ନଭଣ୍ଡାର ଖୋଲିବା ନେଇ ହୋଇପାରେ ବଡ଼ ନିଷ୍ପତ୍ତି ?

ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ନେଇ ଆଜି ହୋଇପାରେ ବଡ଼ ନିଷ୍ପତ୍ତି।

author-image
Manoj Swain

ରତ୍ନଭଣ୍ଡାର ଯାଞ୍ଚ କମିଟିର ଦ୍ବିତୀୟ ବୈଠକ ଆରମ୍ଭ । କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥଙ୍କ ଅଧ୍ୟକ୍ଷତାରେ ବୈଠକ। ଶ୍ରୀମନ୍ଦିର କାର୍ଯ୍ୟାଳୟରେ ବସିଛି ଗୁରୁତ୍ବପୂର୍ଣ୍ଣ ବୈଠକ । ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ନେଇ ହୋଇପାରେ ବଡ଼ ନିଷ୍ପତ୍ତି ।

Advertisment
Odisha Puri Shreemandir Ratna Bhandar