Advertisment

ରତ୍ନଭଣ୍ଡାର ମରାମତି ନିତାନ୍ତ ଆବଶ୍ୟକ: ଗଜପତି ମହାରାଜା

ପୂର୍ବ ନିର୍ଦ୍ଧାରିତ ସମୟ ଅନୁଯାୟୀ, ଆଜି ୯ଟା ୫୧ ମିନିଟ୍‌ରେ ଖୋଲିଛି ଶ୍ରୀମନ୍ଦିରର ଭିତର ରତ୍ନ ଭଣ୍ଡାର।

Advertisment

ପୂର୍ବ ନିର୍ଦ୍ଧାରିତ ସମୟ ଅନୁଯାୟୀ, ଆଜି ୯ଟା ୫୧ ମିନିଟ୍‌ରେ ଖୋଲିଛି ଶ୍ରୀମନ୍ଦିରର ଭିତର ରତ୍ନ ଭଣ୍ଡାର। ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରରୁ ବାହାରିବା ପରେ ପ୍ରତିକ୍ରିୟା ରଖିଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ। କହିଲେ, ଆଜି ସଂଧ୍ୟା ସୁଦ୍ଧା ସ୍ଥାନାନ୍ତର ପ୍ରକ୍ରିୟା ସରିବ ବୋଲି ଆଶା ରଖିଛୁ ।ରତ୍ନଭଣ୍ଡାର ମରାମତି ନିତାନ୍ତ ଆବଶ୍ୟକ । ରତ୍ନଭଣ୍ଡାର ସଂପୂର୍ଣ୍ଣ ଖାଲି ହେଲା ପରେ ଲେଜର ସ୍କାନିଂ କରାଯିବ। ଭିତରେ ଆଉ କିଛି ନାହିଁ ବୋଲି ସ୍ପଷ୍ଟ ହେଲା ପରେ ASIକୁ ହସ୍ତାନ୍ତର କରାଯିବ। ବାହାର ଏବଂ ଭିତର ରତ୍ନଭଣ୍ଡାର ମରାମତି ନିତାନ୍ତ ଆବଶ୍ୟକ। କେଉଁ କାଳରୁ କେବେ ମରାମତି ହୋଇଥିଲା, କେହି ଜାଣନ୍ତିନି । ୧୯୭୧ରୁ ଏଏସ୍‌ଆଇ ଦାୟିତ୍ବ ନେବା ପରେ ଆଦୌ ମରାମତି ହୋଇନି ।

Advertisment
Gajapati Maharaja Puri Shreemandir Odisha Ratna Bhandar
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe