ଧର୍ମେନ୍ଦ୍ରଙ୍କ ମନ୍ତବ୍ୟକୁ ନେଇ ତେଜୁଛି ରାଜନୀତି | Ravenshaw name change Issue | Students Reaction | OR
ରେଭେନ୍ସା ନାମ ପରିବର୍ତ୍ତନ ହେବା ଦରକାର ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ମନ୍ତବ୍ୟକୁ ନେଇ ସରଗରମ ରାଜନୀତି। ଧର୍ମେନ୍ଦ୍ରଙ୍କ ବିରୋଧରେ ପ୍ରତିବାଦ ପ୍ରଦର୍ଶନ କରିଛନ୍ତି ରେଭେନ୍ସା ବିଶ୍ବବିଦ୍ୟାଳୟର ବିଭିନ୍ନ ଛାତ୍ରସଂଘ ଏବଂ ବହୁ ପ୍ରାକ୍ତନ ଛାତ୍ର। । ଗତକାଲି ରେଭେନ୍ସା ପରିସରରେ ପୂର୍ବତନ ଛାତ୍ର ସଭାପତି ଏବଂ ବହୁ ଛାତ୍ର ନେତା ଏକାଠି ହୋଇ ଦସ୍ତଖତ ଅଭିଯାନ କରିଥିଲେ । କେନ୍ଦ୍ରମନ୍ତ୍ରୀଙ୍କ ବିରୋଧରେ ନାରାବାଜି କରିବା ସହ ଦସ୍ତଖତ ଅଭିଯାନ କରି ପ୍ରତିବାଦ ଜଣାଇଥିଲେ ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
