ରତ୍ନ ଭଣ୍ଡାରରେ କଣ ଦେଖିଲେ ଗଜପତି ? | Odisha Reporter
ପୂର୍ବ ନିର୍ଦ୍ଧାରିତ ଶୁଭ ମୁହୂର୍ତ୍ତ ଆଉ ସେହି ମୁହୁର୍ତ୍ତ ଅନୁସାରେ ଶ୍ରୀମନ୍ଦିର ସମ୍ମୁଖରେ ପହଞ୍ଚିଥିଲେ ରତ୍ନ ଭଣ୍ଡାରର ତଦାରଖ କମିଟି ଅଧ୍ୟକ୍ଷ ବିଶ୍ୱନାଥ ରଥ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସମେତ ୧୧ ଜଣିଆ ଅଧିକୃତ ଟିମ୍। ଏମାନଙ୍କ ବ୍ୟତିତ ଗଜପତି ମହାରାଜ ଦିବ୍ୟସିଂହ ଦେବ ବି ଭିତର ରତ୍ନଭଣ୍ଡାର ଭିତରକୁ ଯାଇଥିଲେ। ଦେଖନ୍ତୁ ପୂରା ରିପୋର୍ଟ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
