Advertisment

କାଲିଠୁ ଆଉ ପିନ୍ଧି ପାରିବିନି ୟୁନିଫର୍ମ: ଅରୁଣ ଷଡଙ୍ଗୀ

ବିଦାୟକାଳୀନ ସମ୍ବର୍ଦ୍ଧନା ବେଳେ ଭାବବିହ୍ବଳ ହୋଇ ଏମିତି କଥା କହିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ଅରୁଣ ଷଡଙ୍ଗୀ।

author-image
Manoj Swain

କାଲିଠୁ ଆଉ ପିନ୍ଧି ପାରିବିନି ୟୁନିଫର୍ମ। ଶୁଣିଲେ ଦୁଃଖ ଲାଗୁଛି। ଏତେଶୀଘ୍ର ୟୁନିଫର୍ମ ଖୋଲିବି ଭାବି ନଥିଲି। ବିଦାୟକାଳୀନ ସମ୍ବର୍ଦ୍ଧନା ବେଳେ ଭାବବିହ୍ବଳ ହୋଇ ଏମିତି କଥା କହିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ଅରୁଣ ଷଡଙ୍ଗୀ।

Advertisment
Odisha Ips