‘ମୁଁ ୟୁନିଫର୍ମ ଖୋଲିବା ପାଇଁ ମାନସିକ ଭାବେ ପ୍ରସ୍ତୁତ ନଥିଲି\' | Retired IPS Officer Arun Kumar Sarangi | OR
Advertisment
କାଲିଠୁ ଆଉ ପିନ୍ଧି ପାରିବିନି ୟୁନିଫର୍ମ। ଶୁଣିଲେ ଦୁଃଖ ଲାଗୁଛି। ଏତେଶୀଘ୍ର ୟୁନିଫର୍ମ ଖୋଲିବି ଭାବି ନଥିଲି। ବିଦାୟକାଳୀନ ସମ୍ବର୍ଦ୍ଧନା ବେଳେ ଭାବବିହ୍ବଳ ହୋଇ ଏମିତି କଥା କହିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ଅରୁଣ ଷଡଙ୍ଗୀ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us