ବେଦାନ୍ତ ବିଶ୍ୱବିଦ୍ୟାଳୟ ଜମି ଫେରାଇବା ପ୍ରସଙ୍ଗ। କ୍ଷତିପୂରଣ ରାଶି ଛାଡ଼ ପାଇଁ ଦାବି ହେଲେ ବିଚାର କରିବେ ସରକାର । ଏନେଇ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ଚାଷୀଙ୍କ ସ୍ୱାର୍ଥକୁ ଗୁରୁତ୍ୱ ଦିଆଯିବ ବୋଲି କହିଛନ୍ତି ରାଜସ୍ୱ ମନ୍ତ୍ରୀ। ଜମି ଫେରିପାଇବାକୁ ହେଲେ କ୍ଷତିପୂରଣ ନେଇଥିବା ଲୋକଙ୍କୁ କ୍ଷତିପୂରଣ ରାଶି ଫେରାଇବାକୁ ପଡ଼ିବ ବୋଲି କହିଥିଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ।
Also Read
ଆଜି ଏ ପ୍ରସଙ୍ଗରେ ପ୍ରତିକ୍ରିୟା ରଖି ମନ୍ତ୍ରୀ କହିଛନ୍ତି, 'ହାଇକୋର୍ଟଙ୍କ ନିଷ୍ପତ୍ତିକୁ ରାଜ୍ୟ ସରକାର ପାଳନ କରୁଛନ୍ତି। ଲୋକେ ଜମି ଫେରି ପାଇବା ବଦଳରେ ପୂର୍ବରୁ ପାଇଥିବା କ୍ଷତିପୂରଣ ରାଶି ଫେରାଇବା ଅଦାଲତଙ୍କ ନିର୍ଦ୍ଦେଶ ରହିଛି। ତଥାପି ଯଦି ଲୋକେ ନିଜ ଜମି ଫେରିପାଇବା ଲାଗି କ୍ଷତିପୂରଣ ରାଶି ବାଧକ ସାଜେ ବା କ୍ଷତିପୂରଣ ରାଶି ଛାଡ କରିବାକୁ ଚାଷୀ ଦାବି କରନ୍ତି, ତେବେ ସରକାର ଏହା ଉପରେ ବିଚାର କରିବେ।' ଚାଷୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନିଆଯିବ ବୋଲି କହିଛନ୍ତି ମନ୍ତ୍ରୀ ସୁରେଶ ପୂଜାରୀ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଖୁବ୍ଶୀଘ୍ର SCBରେ ଖାଲି ପଡ଼ିଥିବା ପଦବୀ ପୂରଣ କରାଯିବ; ହାଇକୋର୍ଟଙ୍କୁ ଅବଗତ କରାଇଲେ ସ୍ୱାସ୍ଥ୍ୟ ସଚିବ
ଲାଲବାଗ ଥାନା ନିକଟରେ ଶିଶୁ ଭବନ ଗେଟ ସମ୍ମୁଖରେ ଥିବା ଉଠା ଦୋକାନୀଙ୍କ ଭେଣ୍ଡିଂ ଜୋନ ଲାଇସେନ୍ସ ଯାଞ୍ଚ କରିବା ପାଇଁ ସିଏମ୍ସିକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Miscellaneous
ନୂଆବର୍ଷରୁ ନୂଆ ବ୍ୟବସ୍ଥା; ବାରିକେଡରେ ଯାଇ ଦର୍ଶନ କରିବେ ଶ୍ରଦ୍ଧାଳୁ
ଓବିସିସି ଦ୍ୱାରା ଡାଇଗ୍ରାମ କରାଯାଇଥିବା ରାଂପ୍ ବ୍ୟବସ୍ଥା ନୂଆବର୍ଷ ପୂର୍ବରୁ ନିର୍ମାଣ ଶେଷ କରାଯିବ। ଯଦିଓ ନୂଆ ଦର୍ଶନ ବ୍ୟବସ୍ଥାର ପୂର୍ଣ୍ଣ ଚିତ୍ର ଆସିନାହିଁ, ତେବେ ସୂଚନା ଅନୁସାରେ ୬ ଲେନ୍ ବିଶିଷ୍ଟ ବ୍ୟାରିକେଡ୍ ନିର୍ମାଣ ହେବ।
Miscellaneous
ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟ ଜଗିବେ ସଶସ୍ତ୍ର ପୁଲିସ; ଚିଠି ଲେଖିଲେ ଗୃହ ସଚିବ
କୌଣସି ଅଭୟାରଣ୍ୟ ସୁରକ୍ଷା ପାଇଁ ଗୋଟେ କମ୍ପାନୀ ଆର୍ମଡ୍ ପୋଲିସ୍ ନିୟୋଜିତ ହେବା ଦେଶରେ ପ୍ରଥମ ଘଟଣା ବୋଲି କୁହାଯାଉଛି।
Miscellaneous
ଟାଙ୍ଗୀ ରେଞ୍ଜରେ ହାତୀ ଆତଙ୍କ; ଲୋକେ ଭୟଭୀତ
୩୦ ଟିକିଆ ହାତୀପଲ ଆଜି (ବୁଧବାର) ସକାଳେ ଟାଙ୍ଗୀ ବ୍ଲକ୍ ଅଚ୍ୟୁତପୁର ରାସ୍ତା ପାର ହୋଇ ନିକଟସ୍ଥ ଜଙ୍ଗଲ ଭିତରକୁ ଯାଇଛନ୍ତି। ହାତୀପଲଙ୍କ ଉପରେ ନଜର ରଖି ଅନ୍ୟ ଜଙ୍ଗଲ ଆଡ଼କୁ ଘଉଡାଇ ନେବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।
Miscellaneous
ଦୁଇ ମାସରେ ସରିବ ଆବାସ ସର୍ଭେ
ମନ୍ତ୍ରୀ ଶ୍ରୀ ନାଏକ ବିଭାଗୀୟ ଟ୍ରେନରମାନେ ଗାଁ ଗାଁରେ ଲୋକଙ୍କୁ ଡାକି ସଚେତନ କରୁଛନ୍ତି। ଯିଏ ବଞ୍ଚିତ ହୋଇଛନ୍ତି, ଗରିବ ଅଛନ୍ତି, ସେମାନଙ୍କୁ ସାମିଲ କରାଯାଉଛି। ପୂର୍ବ ସରକାରରେ ଆକ୍ରୋଶ ମୂଳକ ଭାବେ ରାଜନୈତିକ ଅଭିସନ୍ଧି ରଖି ଗରିବମାନଙ୍କୁ ଆବାସ ତାଲିକାରୁ କାଟି ଦିଆଯାଉଥିଲା।