୫ ତାରିଖ ପୂର୍ବରୁ କଟକ-ଭୁବନେଶ୍ୱର ସହରରେ ସରିବ ରାସ୍ତା ନିର୍ମାଣ ଓ ମରାମତି କାର୍ଯ୍ୟ : ପୂର୍ତ୍ତ ମନ୍ତ୍ରୀ

ଆଗାମୀ ଦିନରେ ପ୍ରତ୍ୟେକ ନିର୍ମାଣ କାର୍ଯ୍ୟର ଗୁଣବତ୍ତାକୁ ବିଭାଗ ପକ୍ଷରୁ ତଦାରଖ କମିଟି ଯାଂଚ କରିବ । ନିମ୍ନମାନର କାର୍ଯ୍ୟ ପାଇଁ ଦାୟିତ୍ୱରେ ଥିବା ଯନ୍ତ୍ରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମନ୍ତ୍ରୀ କହିଛନ୍ତି।

Cuttack-Bhubaneswar Road

representational image

Ordigital Desk
  • Published: Monday, 30 September 2024
  • Updated: 30 September 2024, 10:53 PM IST

Sports

Latest News

ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଆସନ୍ତା ୫ତାରିଖ ସୁଦ୍ଧା କଟକ ଓ ଭୁବନେଶ୍ୱର ସହରର ସମସ୍ତ ରାସ୍ତା ନିର୍ମାଣ ଓ ମରାମତି କାର୍ଯ୍ୟ ଶେଷ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସମସ୍ତ ଏଜେନ୍ସୀକୁ ଆଜି ରାତିସୁଦ୍ଧା କାର୍ଯ୍ୟରେ ଲଗାଇବାକୁ ତାଗିଦ୍ କରାଯାଇଛି । ଦୁର୍ଗାପୂଜା ଅଳ୍ପଦିନ ଥିବାରୁ ଖୁବଶୀଘ୍ର ରାସ୍ତା ନିର୍ମାଣ ଓ ମରାମତି କାର୍ଯ୍ୟ ଶେଷ କରିବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Also Read

ବୈଠକରେ ପୂର୍ତ୍ତ ସଚିବ ବୀରବିକ୍ରମ ଯାଦବ ସମସ୍ତ ଯନ୍ତ୍ରୀ ଓ ମୁଖ୍ୟଯନ୍ତ୍ରୀମାନଙ୍କୁ କ୍ଷେତ୍ରକୁ ଯାଇ ନିର୍ମାଣ କାର୍ଯ୍ୟ ତଦାରଖ ନିମନ୍ତେ ପରାମର୍ଶ ଦେଇଛନ୍ତି । ରାସ୍ତା ନିର୍ମାଣରେ ବ୍ୟବହୃହତ ପେଭର ମେସିନର ଅଭାବ ପୂରଣ କରିବା ପାଇଁ ଏଜେନ୍ସୀ ସହିତ ଯୋଗାଯୋଗ କରି ଆଜି ରାତି ସୁଦ୍ଧା ମରାମତି କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ କୁହାଯାଇଛି । ନିର୍ମାଣ କାର୍ଯ୍ୟରେ କୌଣସି ପ୍ରକାର ଜନଅସନ୍ତୋଷକୁ ବରଦାସ୍ତ କରାଯିବ ନାହିଁ । ତେଣୁ ବିଭାଗର ସମସ୍ତ ଅଧିକାରୀ ଓ କର୍ମଚାରୀ ସଜାଗ ହୋଇ ତ୍ୱରିତ୍ ବେଗରେ କାର୍ଯ୍ୟ ଆଗେଇ ନେବାକୁ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ନିର୍ଦ୍ଦେଶ ଦେଇଛନ୍ତି ।

ଆଜିର ବୈଠକରେ ଇଆଇସି(ସିଭିଲ) ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ମୁଖ୍ୟଯନ୍ତ୍ରୀ ବଶିଷ୍ଠ ପଟ୍ଟନାୟକ ଓ ଧ୍ୟାନଚାନ୍ଦ ନାୟକଙ୍କ ସମେତ କଟକ ଓ ଭୁବନେଶ୍ୱର ଅଂଚଳର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ଓ ଅଧୀକ୍ଷଣ ଯନ୍ତ୍ରୀମାନେ ଉପସ୍ଥିତ ଥିଲେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story