ଶତ୍ରୁର ରାଡାରକୁ ଉଡ଼ାଇବ 'ରୁଦ୍ରମ୍-2'

ଚାନ୍ଦିପୁର ITR ରୁ ଏହାର ପ୍ରପଲ୍ସନ ସିଷ୍ଟମ, କଣ୍ଟ୍ରୋଲ ଓ ଗାଇଡାନ୍ସ ଆଲଗରିଦିମ୍ ଆଦି ପରୀକ୍ଷା କରାଯାଇଛି।

'Rudrum-2'

ମିଜାଇଲ୍ ରୁଦ୍ର ମାର୍କ-ଟୁ

Biswajit Samal
  • Published: Wednesday, 29 May 2024
  • Updated: 29 May 2024, 09:36 PM IST

Sports

Latest News

ପ୍ରତିରକ୍ଷା କ୍ଷେତ୍ରରେ ଭାରତକୁ ଆଉ ଏକ ବଳ। ଓଡ଼ିଶା ତଟରେ ସଫଳ ହେଲା ଆଣ୍ଟି-ରେଡିଏସନ୍ ମିଜାଇଲ୍ ରୁଦ୍ର ମାର୍କ-ଟୁ ବା ରୁଦ୍ରମ୍-ଟୁର ପରୀକ୍ଷଣ।

DRDO ଦ୍ୱାରା ପ୍ରସ୍ତୁତ ଏହି ଆକାଶରୁ ଭୂପୃଷ୍ଠକୁ ନିକ୍ଷେପ ହେଉଥିବା କ୍ଷେପଣାସ୍ତ୍ରକୁ, ବାୟୁସେନାର ଲଢ଼ୁଆ ବିମାନ ସୁଖୋଇ-30 MKIରୁ ପରୀକ୍ଷଣ କରାଯାଇଛି। ଚାନ୍ଦିପୁର ITR ରୁ ଏହାର ପ୍ରପଲ୍ସନ ସିଷ୍ଟମ, କଣ୍ଟ୍ରୋଲ ଓ ଗାଇଡାନ୍ସ ଆଲଗରିଦିମ୍ ଆଦି ପରୀକ୍ଷା କରାଯାଇଛି। ଆଣ୍ଟି ରେଡିଏସନ ମିଜାଇଲ୍ ଶତ୍ରୁପକ୍ଷର ରାଡାର୍, ଜାମର୍ ଓ ରେଡିଓ ସିଷ୍ଟମ ଆଦିକୁ ଚିହ୍ନଟ କରି ଧ୍ୱଂସ କରିଥାଏ ଓ ଯୋଗାଯୋଗ କ୍ଷମତାକୁ ନଷ୍ଟ କରିଥାଏ।

Also Read

ଭାରତର ପ୍ରଥମ ସ୍ୱଦେଶୀ ଆଣ୍ଟି ରେଡିଏସନ୍ ମିଜାଇଲ୍ ରୁଦ୍ରମ୍-ୱାନ୍ ୨୦୨୦ରେ ପରୀକ୍ଷଣ ହୋଇଥିବା ବେଳେ, ୪ ବର୍ଷ ପରେ ଏହାର ଉନ୍ନତ ଭର୍ସନ ରୁଦ୍ରମ୍-ଟୁ ପରୀକ୍ଷଣ ହୋଇଛି। ଏବେ ଭାରତୀୟ ସେନା ବ୍ୟବହାର କରୁଥିବା ରୁଷର ଆଣ୍ଟି ରେଡିଏସନ୍ ମିଜାଇଲ୍ କେଏଚ୍-୩୧ର ସ୍ଥାନ ନେବ ରୁଦ୍ରମ୍-ଟୁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story