ଗାଁରେ ପଶିଗଲା ପାଣି || Sorrowful Flood Situation At Bhograi, Balasore || Odisha Reporter
ରାଜ୍ୟରେ ଲଗାଣ ବର୍ଷା ଯୋଗୁ ଉତ୍ତର ଓଡ଼ିଶାରେ ବନ୍ୟା ସ୍ଥିତି ଦେଖାଦେଇଛି। ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ଭୋଗରାଇ, ଜଳେଶ୍ୱର ଓ ବସ୍ତା ବ୍ଲକର ଅନେକ ଅଞ୍ଚଳ ପ୍ରଭାବିତ ହୋଇଛି। ବନ୍ୟାପାଣି ଗାଁରେ ପଶିବା ଯୋଗୁ ବହୁ ଗାଁ ଜଳବନ୍ଦୀ ହୋଇଛି। ତେବେ ଲଘୁଚାପ ଜନିତ ବର୍ଷା ଯୋଗୁ ସୁବର୍ଣ୍ଣରେଖା, ବୁଢାବଳଙ୍ଗ ଓ ଜଳକା ନଦୀ ବିପଦ ସଂକେତ ଉପରେ ପ୍ରବାହିତ ହେଉଛି। ଦେଖନ୍ତୁ ପୂରା ରିପୋର୍ଟ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
